FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଚରଣଜିତ୍ ସିଂହ ଚନ୍ନି ହେବେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ

ଚରଣଜିତ୍ ସିଂହ ଚନ୍ନି ହେବେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ

ଚରଣଜିତ୍ ସିଂହ ଚନ୍ନି ହେବେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ
SHARE NOW :

ଚଣ୍ଡିଗଡ଼୧୯.୯( ଲାଇଭ୍ ଓଡିଶା ନ୍ୟୁଜ୍‌): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଅନେକ ଛକାପଞ୍ଛା ପରେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ, ତା’ର ଘୋଷଣା କରାଯାଇଛି। କଂଗ୍ରେସ ନେତା ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦଳ ପକ୍ଷରୁ ଘୋଷଣା କରାଯାଇଛି। ଏହାର ଘୋଷଣା କରିଛନ୍ତି ପଞ୍ଜାବ କଂଗ୍ରେସର ପ୍ରଭାରୀ ହରିଶ ରାୱତ।

Leave a Reply

Your email address will not be published. Required fields are marked *

Related Posts