FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ
SHARE NOW :

କେନ୍ଦୁଝର((ଲାଇଭ୍ ଓଡ଼ିଶା ନ୍ୟୁଜ୍‌):): ଆର୍ୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଡ଼ା ବ୍ଲକ ଟେକନିକାଲ କନ୍ସଲଟାଣ୍ଟ କ୍ଷେତ୍ରବାସି ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଏକ କାଳୀନ ୪ଟି ସ୍ଥାନରେ ଚଢ଼ାଉ ହୋଇଥିବା ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି ।

କେନ୍ଦୁଝର ସହର ପବିତ୍ରଡ଼ିହା ବାସଭବନ, ସଦରବ୍ଲକ ରଘୁନାଥପୁର ସ୍ଥିତ ପୈତୃକ ଘର, ଜଜପଶି ସ୍ଥିତ ଶଶୁର ଘର ଏବଂ ଯୋଡ଼ା କାର୍ଯ୍ୟାଳୟରେ ଚାଲୁ ରହିଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *

Related Posts