AAP

ତାଜା ଖବର

ଫେବ୍ରୁଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ : ସରିଲା ଅପେକ୍ଷା, ଦିଲ୍ଲୀ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ ।  ଫେବ୍ରୁଆରୀ ୫ ତାରିଖରେ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ । ଫେବ୍ରୁଆରୀ ୮ରେ ରହିଛି ଭୋଟ୍ ଗଣତି ।  ଏନେଇ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ଫେବ୍ରୁଆରୀ ୨୩ରେ ସରୁଛି ଦିଲ୍ଲୀ ବିଧାନସଭା କାର୍ଯ୍ୟକାଳ । ନୂଆବର୍ଷ ପରେ ପ୍ରଥମ ଥର ପାଇଁ ରାଜଧାନୀ ଦିଲ୍ଲୀରେ ହେବ ମତଦାନ ।

Read More »