Live Odisha Tv

Abadha

ତାଜା ଖବର

ପୁରୀ ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ

ତିରୁପତି ବାଲାଜୀ ମନ୍ଦିର ଲଡୁ ବିବାଦ ପରେ ପୁରୀ ଜଗନ୍ନାଥ ମନ୍ଦିରକୁ ନେଇ ଯତ୍ନବାନ ହୋଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ରୋଷ ଘରକୁ ଯାଉଥିବା ଘିଅ ସହ ଅନ୍ୟ ସାମଗ୍ରୀ ଓ ସେଠୁ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ। ସେଥିପାଇଁ ଜଣେ ଫୁଡ୍‌ ଇନ୍ସପେକ୍ଟର ନିଯୁକ୍ତ ହେବେ। ସେପଟେ ସରକାରଙ୍କ ଏ ନିଷ୍ପତ୍ତିକୁ ଭକ୍ତ ସ୍ୱାଗତ କରିଥିବା ବେଳେ ସୁପକାର ସେବକ କହିଛନ୍ତି ଅବଢ଼ା ରନ୍ଧା ପୂର୍ବରୁ ସାମଗ୍ରୀର ମାନ ପରୀକ୍ଷଣ

Read More »
ତାଜା ଖବର

ପୁରୀ ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଖାଦ୍ୟ ଅଧିକାରୀ

ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଖାଦ୍ୟ ଅଧିକାରୀ ନିଯୁକ୍ତ ହେବେ। ଖାଦ୍ୟ ଅଧିକାରୀ ମହାପ୍ରସାଦ, ଶୁଖିଲି ଭୋଗର ମାନ ଯାଞ୍ଚ କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଖୁବ ଶୀଘ୍ର ମାର୍ଗଦର୍ଶିକା ଜାରି ରହିବ। ରାଜ୍ୟ ସରକାରଙ୍କ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ଦ୍ୱାଦଶ ଶତାବ୍ଦୀର ଶ୍ରୀକ୍ଷେତ୍ରରେ ବ୍ୟବହୃତ ଘିଅର ଗୁଣବତ୍ତା ଏବଂ ‘ଭୋଗ’ରେ ବ୍ୟବହୃତ ସାମଗ୍ରୀ ମଧ୍ୟ ଖାଦ୍ୟ ଅଧିକାରୀ ଯାଞ୍ଚ

Read More »