Achyut Samant

ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୭୩ତମ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରୋମାନିଆର ଅନ୍ୟତମ ପୁରାତନ ସରକାରୀ ବିଶ୍ୱବିଦ୍ୟାଳୟ କ୍ରାଇଓଭା ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। କ୍ରାଇଓଭା ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୩ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି

Read More »
ଦେଶ ବିଦେଶ

୧୯୦ ଦେଶରେ ପାଳନ ହେଲା ଆର୍ଟ୍  ଅଫ୍ ଗିଭିଂ ଦିବସ

ଭୁବନେଶ୍ୱର : ଶିକ୍ଷାବିତ୍ ଓ ସମାଜସେବୀ ତଥା ଆର୍ଟ ଅଫ୍ ଗିଭିଂ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଆହ୍ୱାନ କ୍ରମେ ଚଳିତବର୍ଷ ତ୍ରୟୋଦଶ ଅନ୍ତର୍ଜାତୀୟ ଆର୍ଟ୍ ଅଫ୍ ଗିଭିଂ ଦିବସ ବିଶ୍ୱର ୬ଟି ମହାଦେଶର ଭାରତ ସମେତ ୧୯୦ ଦେଶରେ ପାଳିତ ହୋଇଯାଇଛି। ଏହା ସହିତ ୨୨୨ଟି ଏଫ୍‌ଆଇଭିବି ସଦସ୍ୟ ରାଷ୍ଟ୍ର, ଅନ୍ତର୍ଜାତୀୟସ୍ତରରେ ୫୦ ହଜାରଟି ସ୍ଥାନ, ଭାରତର ୨୮ ରାଜ୍ୟ, ୮ଟି କେନ୍ଦ୍ର ଶାସିତ ଅଞ୍ଚଳର ସମସ୍ତ ନଗର ଓ ସହରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଓଡ଼ିଶାର ସମସ୍ତ ଜିଲ୍ଲା

Read More »
ଦେଶ ବିଦେଶ

ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୭ତମ ଡକ୍ଟରେଟ୍ ଡିଗ୍ରୀ

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅରୁଣାଚଳ ପ୍ରଦେଶର ଇଟାନଗରସ୍ଥିତ ହିମାଳୟାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୭ ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଇଂଲଣ୍ଡର ଖ୍ୟାତି ସମ୍ପନ୍ନ ବକିଙ୍ଗହାମ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଗୁରୁବାର ବକିଙ୍ଗହାମ୍‍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍‍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ପ୍ରଥମ ପିଆଇଓ ଏକ୍‍ସଲେନ୍‍ସ ସମ୍ମାନ

ଭୁବନେଶ୍ୱର : ଭୁବନେଶ୍ୱରରେ ୮ତାରିଖରୁ ୩ ଦିନ ଧରି ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ଗ୍ଲୋବାଲ୍‍ ଅର୍ଗାନାଇଜେସନ୍‍ ଅଫ୍‍ ପିପୁଲ୍‍ ଅଫ୍‍ ଇଣ୍ଡିଆନ୍‍ ଅରିଜିନ୍‍ (ଗୋପିଓ)ର ସଦସ୍ୟମାନେ ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି । ଏହି ଅବସରରେ କିସ୍‍ ପରିଦର୍ଶନ କରି କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କୁ ସେମାନେ ସମ୍ବୋଧିତ କରିବା ପରେ କିଟ୍‍ ପରିସରରେ ଆୟୋଜିତ ‘ଭାରତ ୨୦୨୫ ଏବଂ ଭାରତୀୟ ବଂଶୋଦ୍ଭବ- ଏକ ଭାବ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୪ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କର୍ଣ୍ଣାଟକର ଖ୍ୟାତି ସମ୍ପନ୍ନ ଆଲାଏନ୍‍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ରବିବାର ଆଲାଏନ୍‍ସ ବିଶ୍ୱବିଦ୍ୟାଳୟର ୧୩ତମ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୪ତମ ସମ୍ମାନସୂଚକ ଡକ୍ଟରେଟ୍‍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୨ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ପୂର୍ଣ୍ଣିମା ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଶନିବାର ରାଜସ୍ଥାନସ୍ଥିତ ପୂର୍ଣ୍ଣିମା ବିଶ୍ୱବିଦ୍ୟାଳୟର ୧୧ତମ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୨ତମ ସମ୍ମାନସୂଚକ ଡକ୍ଟରେଟ୍‍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଏଫ୍‍ଆଇଭିବି ଗ୍ରାଣ୍ଡ କ୍ରସ୍‍ ସମ୍ମାନ

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ୍‍ ଫେଡେରେସନ୍‍ (ଏଫ୍‍ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କ୍ରସ୍‍ ସମ୍ମାନ’ ପ୍ରଦାନ କରାଯାଇଛି । ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ପର୍ତ୍ତୁଗାଲର ପର୍ତ୍ତୋଠାରେ ଚାଲିଥିବା ୩୯ତମ ଏଫ୍‍ଆଇଭିବି ବିଶ୍ୱ କଂଗ୍ରେସ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । କ୍ରୀଡ଼ା ବିଶେଷ କରି ଭଲିବଲ୍‍ର ବିକାଶ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଏଫ୍‍ଆଇଭିବି ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି

Read More »