Achyut Samanta

ଦେଶ ବିଦେଶ

କିଟ୍‍ ଓ ୟୁଏନ୍‍ଭି ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ବିଶ୍ୱସ୍ତରୀୟ ସହଯୋଗ ଏବଂ ସେବା ଦିଗରେ କିଟ୍‍ ୟୁନାଇଟେଡ୍‍ ଭଲ୍ୟୁଣ୍ଟିୟରସ (ୟୁଏନ୍‍ଭି) ଓ ୟୁନାଇଟେଡ୍‍ ନେସନ୍‍ସ ସିଷ୍ଟମ ଷ୍ଟାଫ୍‍ କଲେଜ (ୟୁଏନ୍‍ଏସ୍‍ଏସ୍‍ସି) ମଧ୍ୟରେ ଦୁଇଟି ପୃଥକ ବୁଝାମଣା ପତ୍ର ସ୍ୱାକ୍ଷର କରିଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଜର୍ମାନ ଗସ୍ତ ଅବସରରେ ବନ୍‍ଠାରେ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଏହି ଅବସରରେ ୟୁଏନ୍‍ଭି ସହ ସ୍ୱତନ୍ତ୍ର ସ୍ୱେଚ୍ଛାସେବକ ସହଯୋଗ ସଂପର୍କରେ ଶ୍ରୀ ସାମନ୍ତ ଫଳପ୍ରଦ ଆଲୋଚନା

Read More »
କ୍ରୀଡା

ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ୍‍ ସଂଘର ମୁଖ୍ୟ ପୃଷ୍ଠପୋଷକ

ଭୁବନେଶ୍ୱର : ବାରାଣସୀରେ ୭୨ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ୨୦୨୬କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉଦ୍‍ଘାଟନ କରିଥିଲେ। ଏହି ଅବସରରେ ସୋମବାର ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ସବୁ ରାଜ୍ୟରେ ଥିବା ଭଳିବଲ୍‍ ସଂଘର ସଭାପତି, ସମ୍ପାଦକ ଓ ଅନ୍ୟାନ ସଦସ୍ୟମାନେ ଉପସ୍ଥିତ ଥିଲେ। ଏଥିରେ ସର୍ବସମ୍ମତି କ୍ରମେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଭିଏଫ୍‍ ଆଇର ମୁଖ୍ୟ ପୃଷ୍ଠପୋଷକ ମନୋନୀତ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୦ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Read More »
ଦେଶ ବିଦେଶ

ତାଇୱାନ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ଡକ୍ଟରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୮ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ

Read More »
ଜୀବନଚର୍ଯ୍ୟା

ବିଶ୍ୱ ପାଳନ କଲା ୧୨ତମ ଆର୍ଟ ଅଫ୍‍ ଗିଭିଂ ଦିବସ

ଭୁବନେଶ୍ୱର : ସମଗ୍ର ବିଶ୍ୱରେ ପାଳିତ ହୋଇଛି ଅନ୍ତର୍ଜାତୀୟ ‘ଆର୍ଟ ଅଫ୍‍ ଗିଭିଂ’ ଦିବସ । ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ୩୫ଟି ସହର, ଭାରତର ବିଭିନ୍ନ ସହର ସହ ବିଶ୍ୱର ପ୍ରାୟ ୧୨୦ଟି ଦେଶର ୩୫୦ଟି ସ୍ଥାନରେ ୧୨ତମ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ପାଳିତ ହୋଇଛି । ଭାରତର ୨୯ଟି ରାଜ୍ୟ, ୪ଟି କେନ୍ଦ୍ରଶାସିତ ଅଞ୍ଚଳର ୩୫ଶହ ସ୍ଥାନରେ ଏବଂ ୨ଶହ ସହର ସମେତ ଓଡ଼ିଶାର ୩୦ଟି ଜିଲ୍ଲା, ୩୫ଟି ପ୍ରମୁଖ ସହର,

Read More »
କ୍ରୀଡା

କିସ୍‍ର ୩ ବିଶ୍ୱ ବିଜୟୀଙ୍କୁ ଅଭିନନ୍ଦନ ଜଣାଇଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : ପାରମ୍ପରିକ କ୍ରୀଡ଼ା ଖୋଖୋରେ କିସ୍‍ ବିଶ୍ୱବିଦ୍ୟାଳୟର ୩ ଖେଳାଳି ପାବନି ଶବର, ଶୁଭଶ୍ରୀ ସିଂହ ଓ ମାଗାଇ ମାଝି ଇତିହାସ ରଚିଛନ୍ତି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପରେ ଉଭୟ ପୁରୁଷ ଓ ମହିଳାରେ ଆୟୋଜକ ଭାରତ ବିଜେତା ହୋଇଛି । ଏଥିରେ ପୁରୁଷ ବର୍ଗରେ କିସ୍‍ ଛାତ୍ର ପାବନି ଶବର ସାମିଲ ହୋଇଥିବା ବେଳେ ମହିଳା ଦଳରେ ଶୁଭଶ୍ରୀ ସିଂହ ଓ ମାଗାଇ ମାଝି ସାମିଲ

Read More »
ତାଜା ଖବର

ଅଚ୍ୟୁତ ସାମନ୍ତଙ୍କୁ ୬୧ ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଉତ୍ତରାଖଣ୍ଡ ୟୁପିଇଏସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ମଙ୍ଗଳବାର ଡେରାଡୁନ୍‍ସ୍ଥିତ ୟୁପିଇଏସ୍‍  ବିଶ୍ୱବିଦ୍ୟାଳୟର ୨୨ତମ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୧ତମ ସମ୍ମାନସୂଚକ ଡକ୍ଟରେଟ୍‍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ

Read More »