
୫୭ତମ ‘ଓସା’ ସମ୍ମିଳନୀରେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର : ଆମେରିକାରେ ଓଡ଼ିଆମାନେ ବସବାସ କରୁଥିଲେ ମଧ୍ୟ ଓଡ଼ିଆ ପରମ୍ପରାକୁ ଭୁଲିନାହାନ୍ତି। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଆମେରିକାରେ ରହୁଥିଲେ ମଧ୍ୟ ବେଶ ଗୁରୁତ୍ୱ ଦେଉଥିବାରୁ ଓଡ଼ିଶା ଆସୋସିଏସନ୍ ଇନ୍ ଆମେରିକା (ଓସା)କୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଉଚ୍ଚ ପ୍ରଶଂସା କରିଛନ୍ତି। ଶନିବାର ମିନିଆପୋଲିସରେ ଓସାର ୫୭ତମ ବାର୍ଷିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଉଦଘାଟନ କରି ଶ୍ରୀ ସାମନ୍ତ କହିଲେ, ଓସା ପକ୍ଷରୁ କରାଯାଇଥିବା ମିଳନ ପର୍ବ ବାସ୍ତବରେ ଏକ ବିରଳ ଅନୁଭୂତି। ଏହି





