Achyuta Samant

ବ୍ୟକ୍ତିତ୍ଵ

ଅଚ୍ୟୁତ ସାମନ୍ତଙ୍କୁ ଏସ୍‍ଆର୍‍ଏମ୍‍ ବିଶ୍ୱବିଦ୍ୟାଳୟରୁ ୬୯ତମ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଏସ୍‍ଆର୍‍ଏମ୍‍ ବିଶ୍ୱବିଦ୍ୟାଳୟ, ସୋନିପତ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି। ଏସ୍‍ଆର୍‍ଏମ୍‍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବ ଅବସରରେ ଶୁକ୍ରବାର ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୯ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏସ୍‍ଆରଏମ୍‍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା କୁଳାଧିପତି ଡ. ଟି.

Read More »
ତାଜା ଖବର

ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର : ୪୩ତମ ବିଶ୍ୱ କବି ସମ୍ମିଳନୀ ଅବସରରେ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଓ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା, ସମାଜସେବ. କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ବିକାଶ ଆଣିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଥିବା ଶ୍ରୀ ସାମନ୍ତଙ୍କୁ ୱାର୍ଲ୍‍ଡ ଆକାଡେମୀ ଅଫ୍‍ ଆର୍ଟ ଆଣ୍ଡ କଲଚର (ଡବ୍ଲୁଏଏସି) ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

Read More »