Annual Convocation

ରାଜ୍ୟ

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ହେଉଛି ଜୀବନର ମୂଳମନ୍ତ୍ର ବୋଲି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ରବିବାର କିସ୍‍ ବିଶ୍ୱବିଦ୍ୟାଳୟ ୫ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଫେସର ଲାଲ୍‍ କହିଲେ, ମୁଁ କିଏ, ମୁଁ କେଉଁଠି ଅଛି ଓ ମୁଁ କାହିଁକି ଅଛି ଏ ଅସମାହିତ ପ୍ରଶ୍ନ ଆଜି ପର୍ଯ୍ୟନ୍ତ ସମାଧାନ ହୋଇପାରିନାହିଁ। ମାତ୍ର କିସ୍‍ ବିଶ୍ୱବିଦ୍ୟାଳୟରେ ପିଲାମାନଙ୍କୁ ଏହି ଅସମାହିତ ପ୍ରଶ୍ନ ଉତ୍ତର ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ

Read More »
ଦେଶ ବିଦେଶ

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ଥର କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେଉଛି। ଏହି ସମାବର୍ତ୍ତନ ଉତ୍ସବ ତିନି ଦିନ ଧରି ଆୟୋଜିତ ହେବା ଫଳରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା ଅଭିଭାବକଙ୍କ ସହ ସୁବିଧାରେ ଉତ୍ସବରେ ସାମିଲ ହୋଇପାରିବେ। ଶ୍ରୀଲଙ୍କାର ନୋବେଲ ପୁରସ୍କାର ବିଜେତା ପ୍ରଫେସର ମୋହନ ମୁନାସିଂଘେ, ଟ୍ୟୁନିସିଆର ନୋବେଲ ଶାନ୍ତି ପୁରସ୍କାର ବିଜେତା  ଉଇଦେଦ୍ ବୋଚାମାଉଇ, ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍‍ ଜଷ୍ଟିସ୍‍ର

Read More »
ତାଜା ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ ସମାରୋହ

ଭୁବନେଶ୍ୱର : ସର୍ବବୃହତ ଜନଜାତି ବିଶ୍ୱବିଦ୍ୟାଳୟ କିସ୍‍ର ୪ର୍ଥ ସମାବର୍ତ୍ତନ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହରିକୃଷ୍ଣ ଏକ୍‍ସପୋର୍ଟସ ପ୍ରାଇଭେଟ୍‍ ଲିମିଟେଡର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ଓ ସମାଜସେବୀ ପଦ୍ମଶ୍ରୀ ସାବଜୀ ଢ଼ୋଲକିଆ, ଡ. ବାତ୍ରା ଗ୍ରୁପ୍‍ ଅଫ୍‍ କମ୍ପାନୀସମୂହର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିଳ୍ପପତି ପଦ୍ମଶ୍ରୀ ଡା. ମୁକେଶ ବାତ୍ରା ଏବଂ ବିଶିଷ୍ଟ ଶିଳ୍ପପତି ଏସ୍‍ ଏନ୍‍ ଗ୍ରୁପ୍‍ ଅଫ୍‍ କମ୍ପାନୀର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ମହାନ୍ତିଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ

Read More »