annual function

ରାଜ୍ୟ

ବୀରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଯୁକ୍ତ ୩ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପଦ୍ମପୁର ଅଞ୍ଚଳ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଭୁବନ୍ଦେ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ, ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୟକେତନ ତ୍ରୀପାଠୀ ଏବଂ ସମ୍ମାନିତ ଅତିଥି ଭାବରେ ବିଡ଼ିଓ ଲକ୍ଷ୍ମଣ ମାଝି,ସରପଞ୍ଚ ଶେଷଦେବ ପଧାନ,ଚାଷୀ

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ବାର୍ଷିକ ଦିବସ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୯ତମ ବାର୍ଷିକ ଉତ୍ସବ  “ବିୟଣ୍ଡ ବାଉଣ୍ଡାରିଜ ୨୦୨୫’ ସୋମବାର ଅନୁଷ୍ଠିତ ହୋଇଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଶୃଙ୍ଖଳାକୁ ପ୍ରଶଂସା କରି କହିଲେ, ଶିକ୍ଷାଗତ ଉତ୍କଷର୍ତା ସହିତ ଦୃଢ଼ ନୈତିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ହେଉଛି ପ୍ରକୃତ ଶିକ୍ଷା। ଶିକ୍ଷକ ଶିକ୍ଷୟିତ୍ରୀମାନେ ସର୍ବଦା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଆତ୍ମ ବିଶ୍ୱାସ ବୃଦ୍ଧି କରିବା ସହ ସର୍ଜନାତ୍ମକ ଓ ଚରିତ୍ରଗଠନକୁ ପ୍ରୋତ୍ସାହିତ କରିବା

Read More »
ରାଜ୍ୟ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୯ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ନବନିର୍ବାଚିତ ଛାତ୍ର କ୍ୟାବିନେଟର ଶପଥ ଗ୍ରହଣ ଏବଂ ପ୍ରଖ୍ୟାତ ସାମ୍ବାଦିକ, ସ୍ନାୟୁ ବିବିଧତା ପ୍ରବକ୍ତା ଏବଂ ଲେଖିକା ମୁଗ୍ଧା କାଲରାଙ୍କ ପ୍ରେରଣାଦାୟକ ଅଭିଭାଷଣ ସହିତ ଏକ ସ୍କୁଲର ୧୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ମୁଗ୍ଧା କାଲରା କହିଲେ, ମୁଁ ଦେଶର ଅନେକ କ୍ୟାମ୍ପସକୁ ଯାଇଛି, କିନ୍ତୁ ଏହି କ୍ୟାମ୍ପସକୁ ଆସି ମୁଁ ଗର୍ବିତ। ସେ ସ୍କୁଲର ଭିତ୍ତିଭୂମି ଓ ଛାତ୍ର-ଅନୁକୂଳ ସୁବିଧାଗୁଡ଼ିକୁ ପ୍ରଶଂସା କରି କହିଥିଲେ, କିଟ୍ ଏଭଳି ପରିବେଶ ସୃଷ୍ଟି

Read More »