Apex University

ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନସୂଚକ ଡକ୍ଟରେଟ୍

ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ଆନୁଷ୍ଠାନିକ ଭାବରେ ପ୍ରଦାନ କରିଥିଲେ। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୬ତମ ସମ୍ମାନଜନକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ଅବସରରେ ନିରଞ୍ଜନ ଆଖଡାର ଆଚାର୍ଯ୍ୟ ମହାମଣ୍ଡଳଶ୍ୱର ସ୍ୱାମୀ କୈଳାସନନ୍ଦ ଗିରିଙ୍କୁ ମଧ୍ୟ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ, ଆପେକ୍ସ ବିଶ୍ୱବିଦ୍ୟାଳୟର

Read More »