Live Odisha Tv

arrest

ଅପରାଧ

ଗିରଫ ହେଲେ ୟୁଟ୍ୟୁବର ତପି ମିଶ୍ର

ଭୁବନେଶ୍ୱର : ଗିରଫ ହେଲେ ୟୁଟ୍ୟୁବର ସରୋଜ ମିଶ୍ର ଓରଫ୍ ତପି ମିଶ୍ର। ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍‌ଫୋସିଟି ଥାନା ପୋଲିସ ତପିଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ ୨୦୨୩ ମସିହାରେ ଲେଖିକା ବନସ୍ମିତା ପତିଙ୍କ ଓଡ଼ିଆ ପୁସ୍ତକ ଅଗ୍ନିପରୀକ୍ଷାରେ ପ୍ରକାଶିତ ହୋଇଥିବା ସଂସ୍କୃତ ଶିବ ତାଣ୍ଡବର ଓଡ଼ିଆ ଅନୁବାଦକୁ ନିଜର ଲେଖା କହି ତପି ମିଶ୍ର ଅନେକ ଦିନ ହେବ ବିବାଦରେ ଫସିରହିଥିଲେ । ଏହି ଘଟଣାରେ ପ୍ରମାଣପତ୍ର ସହିତ

Read More »
ଅପରାଧ

ଦୁଷ୍କର୍ମ ଅଭିଯୋଗରେ ନବାବ ସିଂହ ଯାଦବ ଗିରଫ

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଜଣେ ସମାଜବାଦୀ ପାର୍ଟି ନେତା ଗିରଫ ହୋଇଛନ୍ତି। ଉତ୍ତର ପ୍ରଦେଶ ପୁଲିସ ନବାବ ସିଂହ ଯାଦବଙ୍କୁ ଗିରଫ କରିଛି। ଜଣେ 15 ବର୍ଷର ଝିଅକୁ ଦୁଷ୍କର୍ମ ଉଦ୍ୟମ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ଦେଢ଼ଟା ସମୟରେ ଉତ୍ତର ପ୍ରଦେଶ ପୁଲିସ 112 ସହାୟତା ନଂରେ ଏକ କଲ୍ ପାଇଥିଲା। କଲରେ ଜଣେ ଝିଅ ତାଙ୍କୁ ଉଠାଇ ନେବା ସହ ଦୁର୍ବ୍ୟବହାର କରାଯାଉଥିବା କହିଥିଲେ। ଏହାପରେ ପୁଲିସ

Read More »
ଅପରାଧ

ପଦୋନ୍ନତିର ପର ଦିନ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର ଜଳସେଚନ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନଙ୍କୁ ଗୁରୁବାର ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଇଞ୍ଜିନିୟର ଭାବେ ଦିଆଯାଇଥିଲା ପଦୋନ୍ନତି। କିନ୍ତୁ ପଦୋନ୍ନତି ମିଳିବାର ପର ଦିନ ତାଙ୍କର ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ପ୍ରଭାସ କୁମାର ପ୍ରଧାନ ଅର୍ଜନ କରିଥିବା ସଂପତ୍ତି ଲୋକଲୋଚନକୁ ଆସିଛି। ଭିଜିଲାନ୍ସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ପ୍ରଭାସ କୁମାର ପ୍ରଧାନ ଓ ତାଙ୍କ ପରିବାର ଲୋକଙ୍କ ନାଁରେ ୮୫ଟି

Read More »
ଦେଶ ବିଦେଶ

ନିଟ ଘୋଟାଲା ମାମଲାରେ ୪ ଡାକ୍ତରୀ ଛାତ୍ର ଗିରଫ

ନିଟ-ୟୁଜି ପ୍ରଶ୍ନପତ୍ର ଘୋଟାଲା ମାମଲାରେ ୪ ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରିଛି ସିବିଆଇ। ସଂପୃକ୍ତ ଅଭିଯୁକ୍ତମାନେ ବିହାର ପାଟନା ଏମ୍ସର ଡାକ୍ତରୀ ଛାତ୍ରମାନେ ବୋଲି ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ୪ ଡାକ୍ତରୀ ଛାତ୍ର ଏମବିବିଏସ୍ ତୃତୀୟ ବର୍ଷର ଚନ୍ଦନ ସିଂ, ରାହୁଲ ଅନନ୍ତ, କୁମାର ସାନୁ ଏବଂ ଦ୍ୱିତୀୟ ବର୍ଷର ଛାତ୍ର କରଣ ଜୈନ। ଏହି ୪ ଛାତ୍ରଙ୍କୁ ପଚରାଉଚରା ପରେ ସିବିଆଇ ଗିରଫ କରିଛି । ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ -ୟୁଜି

Read More »
ଅପରାଧ

ନିଟ୍ ପେପର ଚୋରି କରିଥିବା ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ବିହାରର ପାଟନାରୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସିର ଟ୍ରଙ୍କରୁ ନିଟ୍ ପେପର ଚୋରି କରିଥିବା ଇଞ୍ଜିନିୟରଙ୍କୁ ସିବିଆଇ ଗିରଫ କରିଛି। ଅଭିଯୁକ୍ତର ଅନ୍ୟ ଜଣେ ସହଯୋଗୀ ମଧ୍ୟ ଧରାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଙ୍କଜ କୁମାର ଓ ରାଜୁ ସିଂ। ମିଳିଥିବା ସୂଚନା ଅନୁଯାୟୀ ପଙ୍କଜ କୁମାର ଓରଫ ଆଦିତ୍ୟ ଯେଉଁ ଟ୍ରଙ୍କରେ ପ୍ରଶ୍ନପତ୍ର ଯାଉଥିଲା ସେଥିରୁ ପ୍ରଶ୍ନପତ୍ର ଚୋରି କରି ବଣ୍ଟନ କରିଥିଲା। ପଙ୍କଜ କୁମାର ଜାମସେଦପୁରର

Read More »