Award

ଦେଶ ବିଦେଶ

ଅଚ୍ୟୁତ ସାମନ୍ତ ଆମେରିକାରେ ସମ୍ମାନୀତ

ଭୁବନେଶ୍ୱର : କିସ୍‍ ଜରିଆରେ ଜନଜାତି ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ କାର୍ଯ୍ୟ ପାଇଁ ମୋଣ୍ଟାନା ଷ୍ଟେଟ୍ ୟୁନିଭରସିଟିର ନେଟିଭ୍ ଆମେରିକାନ ଷ୍ଟଡିଜ୍‍ ବିଭାଗ ପକ୍ଷରୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ବିଶେଷ ସ୍ୱୀକୃତି ସହ ସମ୍ମାନୀତ କରାଯାଇଛି। ମାନବିକତା ଏବଂ ଶିକ୍ଷା ବିକାଶ କ୍ଷେତ୍ରରେ ମୋଣ୍ଟାନାରେ ଏପରି ସମ୍ମାନ ପାଇବାରେ ଅଚ୍ୟୁତ ସାମନ୍ତ ହେଉଛନ୍ତି ପ୍ରଥମ ଭାରତୀୟ ଓ ଅଣ-ଆମେରିକୀୟ। ମୋଣ୍ଟାନା ଷ୍ଟେଟ୍ ୟୁନିଭରସିଟି ପରିସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ଏ ଲିଗାସି ଅଫ୍‍

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫

ବିଶିଷ୍ଟ ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫  ପ୍ରଦାନ କରାଯାଇଛି। ଆଜି ଆସାମର କୋକ୍ରାଝରଠାରେ ଗୁରୁଦେବ କାଳୀଚରଣ ବ୍ରହ୍ମା ଟ୍ରଷ୍ଟ ପକ୍ଷରୁ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଶିକ୍ଷା ଏବଂ ସାମାଜିକ ସଶକ୍ତିକରଣ ଜରିଆରେ ସମାଜ ପ୍ରତି ଶ୍ରୀ ସାମନ୍ତଙ୍କ ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ପ୍ରଦାନ କରାଯାଇ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଆସାମରେ ‘ମେଚ ଗାନ୍ଧୀ’ ଭାବେ

Read More »