Bahuda Jatra

  • |

    ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ

    ଭୁବନେଶ୍ୱର : ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା । ଅପରାହ୍ନ ୪ଟାରେ ଭକ୍ତମାନେ ମହାପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ…