Baikunthdham Ashram

ଅପରାଧ

ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ

ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ। ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ। ଡିସେମ୍ବର ୧୨ ତାରିଖ ଯାଏଁ ରହିତାଦେଶ ଦେଲେ ଓଡିଶା ହାଇକୋର୍ଟ। ଭଙ୍ଗା ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଆଶ୍ରମ କର୍ତ୍ତୃପକ୍ଷ। ଆସନ୍ତାକାଲି ଆଶ୍ରମ ଭାଙ୍ଗିବାକୁ ଘୋଷଣା କରିଥିଲା ବିଡିଏ। ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ଛିଡ଼ା ହୋଇଛି ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ବୈକୁଣ୍ଠଧାମ ଆଶ୍ରମ।ମାପଚୁପ ପରେ ଆସନ୍ତାକାଲି ସକାଳ ୮ ଟାରେ ଆଶ୍ରମ ଭଙ୍ଗାବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା

Read More »