Live Odisha Tv

bcci

କ୍ରୀଡା

ରୋହନଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ

ବର୍ତ୍ତମାନ ବିସିସିଆଇ ସମ୍ପାଦକ ଭାବେ କାର୍ଯ୍ୟ କରୁଥିବା ଜୟ ଶାହ ଖୁବଶୀଘ୍ର ଆଇସିସିର ଅଧ୍ୟକ୍ଷ ହୋଇପାରନ୍ତି। ଗ୍ରେଗ ବାର୍କଲେଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଜୟ ଶାହ ଏହି ପଦକ ସମ୍ଭାଳିବେ ବୋଲି ଏକାଧିକ ରିପୋର୍ଟ ପ୍ରକାଶ ପାଇଛି।ଆଇସିସି ଅଧ୍ୟକ୍ଷ ପଦ ରେସରେ ସାମିଲ ହେବାକୁ ଜଣେ ଆଶାୟୀଙ୍କୁ ପ୍ରୋପଜର ଓ ସେକେଣ୍ଡରର ଆବଶ୍ୟକତା ରହିଛି। ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ଖୋଲାଖୋଲି ଭାବେ ଶାହଙ୍କୁ ସମର୍ଥନ କରିବେ। ତେଣୁ ସେ ଆଇସିସିର ଅଧ୍ୟକ୍ଷ ହେବା ଏକ ପ୍ରକାରର

Read More »
କ୍ରୀଡା

ବଦଳିଲା ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ ତାରିଖ

ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ସୀମିତ ଓଭର ସିରିଜର ତାରିଖ ବଦଳିଛି। ଜୁଲା ୨୬ ବଦଳରେ ଏହି ସିରିଜ ଜୁଲାଇ ୨୭ ତାରିଖରୁ ଆରମ୍ଭ ହେବ। ଏନେଇ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି। ଭାରତ ପ୍ରଥମେ ଶ୍ରୀଲଙ୍କା ସହ ୩ଟି ଟି–୨୦ ମ୍ୟାଚ୍‌ ଖେଳିବ। ଏହାପରେ ଦୁଇ ଦେଶ ମଧ୍ୟରେ ସମାନ ସଂଖ୍ୟକ ଦିନିକିଆ ମ୍ୟାଚ୍‌ ଖେଳାଯିବ।  ଟି–୨୦ରେ ଭାରତୀୟ ଟିମର ନେତୃତ୍ୱ ହାର୍ଦ୍ଦିକ ପାଣ୍ଡ୍ୟା ନେବାର ସମ୍ଭାବନା ରହିଛି। କାରଣ ଟି–୨୦ ବିଶ୍ୱକପ

Read More »