Live Odisha Tv

bcci

କ୍ରୀଡା

ପାକିସ୍ତାନକୁ ଏକଘରକିଆ କରିବ ବିସିସିଆଇ !

ନିକଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଦୀର୍ଘ ସମୟଧରି ଦୁଇ ଦେଶ ମଧ୍ୟରେ ଥିବା କ୍ରିକେଟ ସମ୍ପର୍କରେ ପଡ଼ିବା ସ୍ପଷ୍ଟ ହୋଇଛି। ଦୀର୍ଘ ବର୍ଷ ହେଲାଣି ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇ ପାକ୍ଷିକ ସିରିଜ ହେଉନାହିଁ। ଦୁଇ ଦେଶ କେବଳ ଏସିଆ କିମ୍ବା ଆଇସିସି ତରଫରୁ ଆୟୋଜିତ ଟୁର୍ଣ୍ଣାମେଣ୍ଟରେ ପରସ୍ପରକୁ ଭେଟୁଛନ୍ତି। କିନ୍ତୁ ପହଲଗାମ ନରସଂହାର ଓ ଭାରତର ଅପରେସନ୍ଦ ସିନ୍ଦୂର ପରେ ପାକିସ୍ତାନ ସହ ସୃଷ୍ଟି ହୋଇଥିବା

Read More »
କ୍ରୀଡା

ବିଶ୍ୱରେ ଲଜ୍ଜିତ ହେଲା ଓଡ଼ିଶା

ବାରବାଟୀ ଷ୍ଟାଡ଼ିୟମରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚବେଳେ ଅଧଘଣ୍ଟା ଧରି ପଡ଼ିଆ ଅନ୍ଧାର ରହିଲା । ସମଗ୍ର ବିଶ୍ୱ ମ୍ୟାଚର ସିଧାପ୍ରସାରଣ ଦେଖୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଓଡ଼ିଶା ସରକାର ଓ ଓଡ଼ିଶା କ୍ରିକେଟ୍ ଆସୋସିଏସନର ପରିଚାଳନାଗତ ତ୍ରୁଟିକୁ ପଦାରେ ପକାଇଛି ।  ଏହି ଘଟଣା ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦିତ କରିଛି ତଥାପି ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇ ନିଜଆଡ଼ୁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବା ପରିବର୍ତ୍ତେ ଓଡ଼ିଶା କ୍ରିକେଟ୍ ଆସେସିଏସ(ଓସିଏ) ସମ୍ପାଦକଙ୍କୁ

Read More »
କ୍ରୀଡା

ରୋହନଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ

ବର୍ତ୍ତମାନ ବିସିସିଆଇ ସମ୍ପାଦକ ଭାବେ କାର୍ଯ୍ୟ କରୁଥିବା ଜୟ ଶାହ ଖୁବଶୀଘ୍ର ଆଇସିସିର ଅଧ୍ୟକ୍ଷ ହୋଇପାରନ୍ତି। ଗ୍ରେଗ ବାର୍କଲେଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଜୟ ଶାହ ଏହି ପଦକ ସମ୍ଭାଳିବେ ବୋଲି ଏକାଧିକ ରିପୋର୍ଟ ପ୍ରକାଶ ପାଇଛି।ଆଇସିସି ଅଧ୍ୟକ୍ଷ ପଦ ରେସରେ ସାମିଲ ହେବାକୁ ଜଣେ ଆଶାୟୀଙ୍କୁ ପ୍ରୋପଜର ଓ ସେକେଣ୍ଡରର ଆବଶ୍ୟକତା ରହିଛି। ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ଖୋଲାଖୋଲି ଭାବେ ଶାହଙ୍କୁ ସମର୍ଥନ କରିବେ। ତେଣୁ ସେ ଆଇସିସିର ଅଧ୍ୟକ୍ଷ ହେବା ଏକ ପ୍ରକାରର

Read More »
କ୍ରୀଡା

ବଦଳିଲା ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ ତାରିଖ

ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ସୀମିତ ଓଭର ସିରିଜର ତାରିଖ ବଦଳିଛି। ଜୁଲା ୨୬ ବଦଳରେ ଏହି ସିରିଜ ଜୁଲାଇ ୨୭ ତାରିଖରୁ ଆରମ୍ଭ ହେବ। ଏନେଇ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି। ଭାରତ ପ୍ରଥମେ ଶ୍ରୀଲଙ୍କା ସହ ୩ଟି ଟି–୨୦ ମ୍ୟାଚ୍‌ ଖେଳିବ। ଏହାପରେ ଦୁଇ ଦେଶ ମଧ୍ୟରେ ସମାନ ସଂଖ୍ୟକ ଦିନିକିଆ ମ୍ୟାଚ୍‌ ଖେଳାଯିବ।  ଟି–୨୦ରେ ଭାରତୀୟ ଟିମର ନେତୃତ୍ୱ ହାର୍ଦ୍ଦିକ ପାଣ୍ଡ୍ୟା ନେବାର ସମ୍ଭାବନା ରହିଛି। କାରଣ ଟି–୨୦ ବିଶ୍ୱକପ

Read More »