bhubaneswar

ଦେଶ ବିଦେଶ

ସ୍ୱପ୍ନ ଦେଖ, ନମ୍ର ରୁହ, ସଫଳତା ପାଅ: ଏସ୍‌.ଏନ୍‌.ସୁବ୍ରମଣ୍ୟମ୍‌

ଭୁବନେଶ୍ୱର : ସ୍ୱପ୍ନ ଦେଖ, ନମ୍ର ରୁହ ଓ ନିଜର ୩୫ ବର୍ଷ ବୟସ ହେବା ପୂର୍ବରୁ କିଛି ସଫଳତା ହାସଲ କରି ଦେଖାଅ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ କହିଛନ୍ତି କର୍ପୋରେଟ୍ ଇଣ୍ଡିଆର ଅନ୍ୟତମ ପ୍ରମୁଖ ବ୍ୟକ୍ତି, ଲାର୍ସନ୍ ଆଣ୍ଡ୍ ଟୁବ୍ରୋ (ଏଲଆଣ୍ଡଟି) ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଏସ୍‌. ଏନ୍‌. ସୁବ୍ରମଣ୍ୟମ୍। କିଟ୍‍ ମ୍ୟାନେଜମେଣ୍ଟ ସ୍କୁଲ୍‍ ଦ୍ୱାରା ଆୟୋଜିତ ‘ଶିଳ୍ପ ସିମ୍ପୋଜିମ୍ ୫.୦’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ସୁବ୍ରମଣ୍ୟମ୍ ସବୁଜ ହାଇଡ୍ରୋଜେନ୍ ବିପ୍ଳବ, କୃତ୍ରିମ ବୁଦ୍ଧିମତ୍ତା

Read More »
ତାଜା ଖବର

ଗୋଟିଏ ଦିନ ବଢିଲା ପୁଷ୍ପ ପ୍ରଦର୍ଶନୀ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆଜି ସରିବ ନାହିଁ। ରାଜ୍ୟ ସରକାର ଏହି ପ୍ରଦର୍ଶନୀକୁ ଆହୁରି ଗୋଟିଏ ଦିନ ବଢ଼ାଇ ଦେଇଛନ୍ତି। ଏଠାକୁ ଆସୁଥିବା ଦର୍ଶକଙ୍କ ଚାହିଦାକୁ ଗୁରୁତ୍ବ ଦେଇ ସରକାର ଏହି ପ୍ରଦର୍ଶନୀକୁ ଜାନୁଆରି ୧୨ (ରବିବାର) ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ବର୍ଦ୍ଧିତ ସମୟ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ

Read More »
ତାଜା ଖବର

ପ୍ରବାସୀ ଭାରତୀୟ ଦିବସ ପାଇଁ କଟକଣା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ହେବାକୁ ଥିବା ୧୮ ତମ ପ୍ରବାସୀ ଭାରତୀୟ ଦିବସ ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ଭାରତର ମହାମହିମ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଜାନୁୟାରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି | ଭିଆଇପି ଓ ଭିଭିଆଇପିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କମିସନରେଟ ପୁଲିସ କିଛି କଟକଣା ଲାଗୁ କରିଛି | ଏହି କଟକଣା ଅନୁଯାୟୀ କୌଣସି ଯାନବାହାନ ଏହି ରାସ୍ତାରେ ଯାତାୟାତ କରିପାରିବେ ନାହିଁ | ବୁଧବାର

Read More »
ଜୀବନଚର୍ଯ୍ୟା

କଳ୍ପନା, ସର୍ଜନା ଓ ପ୍ରଭାବକୁ ନେଇ କିଟ୍‍ ରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ

ଭୁବନେଶ୍ୱର : ପରିକଳ୍ପନା, ସର୍ଜନା ଓ ପ୍ରଭାବ (ଆଇଡିଆ, ଇନୋଭେସନ୍‍, ଇମ୍ପାକ୍ଟ)କୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ ହୋଇଯାଇଛି । କେ-ଆଇ୩ ଫେଷ୍ଟ ପ୍ରଥମ ସଂସ୍କରଣର ବିଷୟ ବସ୍ତୁ ରହିଛି ଫ୍ରଣ୍ଟିଅର ଟେକ୍ନୋଲୋଜି ଫର ବିକଶିତ ଭାରତ-୨୦୪୭ । କିଟ୍‍ ଡିନ୍‍ ଗୋଲ୍ଡ କ୍ଲବ୍‍ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓପିଏସ୍‍ସିର ପ୍ରାକ୍ତନ ଅଧ୍ୟକ୍ଷ ବ୍ରିଗେଡିୟର ଡ. ଲକ୍ଷ୍ମୀ ଚରଣ ପଟ୍ଟନାୟକ ଯୋଗଦେଇ ପରିକଳ୍ପନା, ସର୍ଜନା ଓ ଏଗୁଡ଼ିକର ପ୍ରଭାବ

Read More »