Live Odisha Tv

bhubaneswar

ତାଜା ଖବର

ଭୁବନେଶ୍ବର ରାବଣ ପୋଡ଼ିରେ ପ୍ରବଳ ଜନସମାଗମ

ଭୁବନେଶ୍ବର: ଶାରଦୀୟ ଦୁର୍ଗାପୂଜାର ଶେଷ ଦିବସ ବିଜୟା ଦଶମୀ ସଂପନ୍ନ ହୋଇଛି। ଅସତ୍ୟ ଉପରେ ସତ୍ୟର ବିଜୟ ହୋଇଛି। ଭୁବନେଶ୍ବର, କଟକ, ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରାବଣ ପୋଡ଼ି ଆୟୋଜନ ହୋଇଛି। ରାଜଧାନୀର ୧୦ଟି ସ୍ଥାନରେ ଆୟୋଜିତ ରାବଣ ପୋଡ଼ି କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକଙ୍କ ସମାଗମ ଦେଖିବାକୁ ମିଳିଛି। ଦଶହରା ଅବସରରେ ଶ୍ରଦ୍ଧାଳୁମାନେ ମା’ ଦୁର୍ଗାଙ୍କୁ ଦିନସାରା ପୂଜାର୍ଚ୍ଚନା କରିବା ପରେ ସନ୍ଧ୍ୟାରେ ଦର୍ଶକମାନେ ରାବଣ ପୋଡ଼ିର ମନୋରମ ଦୃଶ୍ୟକୁ ଉପଭୋଗ କରିଛନ୍ତି। ବାଣ

Read More »
ତାଜା ଖବର

ଦ୍ୱେତନଗରୀରେ ଦଶହରା ପାଇଁ ଟ୍ରାଫିକ କଟକଣା

ଟ୍ୱିନସିଟିରେ ଦଶହରା ପାଇଁ ଟ୍ରାଫିକ କଟକଣା। ଆଜି ଠାରୁ ୧୩ ତାରିଖ ପର୍ଯ୍ୟନ୍ତ କଟକ ଏବଂ ଭୁବନେଶ୍ୱର ଟ୍ରାଫିକ କଟକଣା ଲାଗୁ ହେବ। ଏ ସମ୍ପର୍କରେ କମିଶନରେଟ ପୋଲିସ ବିଜ୍ଞପ୍ତି ଜାରି କରିଛି। କଟକରେ ଅପରାହ୍ନ ୪ଟା ରୁ ରାତି ୧ ଟା ପର୍ଯ୍ୟନ୍ତ କଟକଣା ଲାଗୁ ହୋଇଥିବାବେଳେ ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ । ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ବରମୁଣ୍ଡାରୁ ପଳାଶୁଣୀ, ରସୁଲଗଡ଼ରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ଉଭୟ

Read More »
ଅପରାଧ

ସନ୍ଦେହ ଘେରରେ ଭୁବନେଶ୍ୱର ଡିସିପିଙ୍କ ଭୂମିକା

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ଭୁବନେଶ୍ୱର କମିଶନରେଟ ପୁଲିସର ଭୂମିକା ସନ୍ଦେହଘେରକୁ ଆସିଛି । ଏହି ଘଟଣାରେ ତୁରନ୍ତ ଦୋଷୀ ପୁଲିସ ଅଫିସରମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ ଦାବି ସହ ଘଟଣାର ବିଚାରବିଭାଗୀୟ ତଦନ୍ତ ନିମନ୍ତେ ଦୁଇ ମୁଖ୍ୟ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ଦାବି କରିଛନ୍ତି । ସେପଟେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ

Read More »
ରାଜ୍ୟ

କିଟ୍‍ ଓ କିସରେ ସ୍ୱାଧୀନତା ଦିବସ ପାଳିତ

କିଟ୍‍, କିସ୍‍, କିମ୍‍ସ, କିଟ୍‍ ପବ୍ଲିକ୍‍ ସ୍କୁଲ୍‍ ଓ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ଗୁରୁବାର ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କିସ୍‍ର ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଛାତ୍ରଛାତ୍ରୀଙ୍କୁ ଉଦ୍‍ବୋଧନ ଦେଇ ଶ୍ରୀ ସାମନ୍ତ କହିଲେ, ସମାଜର ବିକାଶରେ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି। ବିଶେଷ କରି ଗୁଣାତ୍ମକ ଶିକ୍ଷା ଜରିଆରେ ସମାଜର ଦୁର୍ବଳ ବର୍ଗ ତଥା ଜନଜାତି ଛାତ୍ରଛାତ୍ରୀଙ୍କ

Read More »
ଅପରାଧ

ପରକୀୟାପ୍ରୀତିକୁ ନେଇ ଜୀବନ ହାରିଲା ସ୍ତ୍ରୀ

ଭୁବନେଶ୍ୱର ଉପକଣ୍ଠ ଆଣ୍ଠୁଆରୀଗ୍ରାମରେ ସ୍ୱାମୀ- ସ୍ତ୍ରୀଙ୍କ ଝଗଡା ପରେ ଏକ ଦୁଖଃଦପୂର୍ଣ ଘଟଣା ଘଟିଛି । ମୃତ ମହିଳା ହେଉଛନ୍ତି ମିନାକ୍ଷୀ। ଏହି ଘଟଣାକୁ ନେଇ ମିନାକ୍ଷୀଙ୍କ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହେଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଂଚିବା ସହିତ ମିନାକ୍ଷୀଙ୍କର ମର ଶରୀରକୁ ବ୍ୟବଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି। ସୂଚନା ମୁତାବକ, ଭୁବନେଶ୍ୱର ଉପକଣ୍ଠ ଆଣ୍ଠୁଆରୀରେ ନିଜ ସ୍ୱାମୀ ଦୀନବନ୍ଧୁଙ୍କ ସହିତ ରହୁଥିଲେ ମିନାକ୍ଷୀ। ସ୍ୱାମୀ ଦୀନବନ୍ଧୁଙ୍କର ନିଜ ଅଫିସରେ ଜଣେ ମହିଳା

Read More »
ରାଜ୍ୟ

କିସ୍‍ ଓ ଏଭିଏନ୍‍ଏଲ୍‍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନ୍‍ସେସ୍‍ (କିସ୍‍) ଓ ଆର୍ମୋର୍ଡ଼ ଭାଇକିଲ୍‍ସ୍‍ ନିଗମ ଲିମିଟେଡ଼ (ଏଭିଏନ୍‍ଏଲ୍‍) ମଧ୍ୟରେ ଏକ ବୁଝାମଣାପତ୍ର ଆଜି ସ୍ୱାକ୍ଷରିତ ହୋଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଉପସ୍ଥିତିରେ କିସ୍‍ ପକ୍ଷରୁ କିସ୍‍ ବିଶ୍ୱବିଦ୍ୟାଳୟ କୁଳସଚିବ ଡ଼. ପ୍ରଶାନ୍ତ କୁମାର ରାଉତରାୟ ଓ ଏଭିଏନ୍‍ଏଲ୍‍ ପକ୍ଷରୁ ଏହାର ମାନବସମ୍ବଳ ନିର୍ଦ୍ଦେଶକ ବିଶ୍ୱରଞ୍ଜନ ପଟ୍ଟନାୟକ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ । ଆର୍ମୋର୍ଡ଼ ଭାଇକିଲ୍‍ସ୍‍ ନିଗମ ଲିମିଟେଡ଼ (ଏଭିଏନ୍‍ଏଲ୍‍)

Read More »