
ଦେଶ ବିଦେଶ
କିସ୍ ଛାତ୍ରଛାତ୍ରୀଙ୍କୁ ଅନନ୍ତ ଅମ୍ବାନୀଙ୍କ ଉପହାର
ଭୁବନେଶ୍ୱର : ନିଜ ଜନ୍ମଦିନରେ କିସ୍ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, ଚାକିରି ଓ ଏକ୍ସପୋଜର ସୁଯୋଗ ଭଳି ଅନେକ ଘୋଷଣା କରିଛନ୍ତି ଅନନ୍ତ ଅମ୍ବାନୀ। ଆଜି ନିଜ ଜନ୍ମଦିନ ପାଳନ ଅବସରରେ ଅନନ୍ତ କିସ୍ ଛାତ୍ରଛାତ୍ରୀଙ୍କ ପାଇଁ ରିଲାଏନ୍ସ ଗ୍ରୁପରେ ଚାକିରି ସୁଯୋଗ ସହ ଚଳିତ ଶିକ୍ଷାବର୍ଷରେ କିସ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜିସ୍ତରରେ ଶେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ଅନନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶାଳ ବନ୍ୟପ୍ରାଣୀ କେନ୍ଦ୍ର ବନତାରା ପରିଦର୍ଶନ କରିବାର ସୁଯୋଗ ଆଦି

