Blue Economy

  • | |

    କିଟରେ ବ୍ଲୁ ଇକୋନୋମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

    ଭୁବନେଶ୍ୱର : ‘ଏମ୍‍ପାୱାରିଂ ସଷ୍ଟେନେବଲ୍‍ ଗ୍ରୋଥ ଥ୍ରୁ ମେରାଇନ୍‍ ଇକୋସିଷ୍ଟମ୍‍’ ବିଷୟବସ୍ତୁକୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ସମ୍ମିଳନୀ ‘ବ୍ଲୁ ଇକୋନୋମି’ ଗୁରୁବାର ଉଦ୍‍ଘାଟିତ ହୋଇଯାଇଛି। ଭାରତର ସରକାରଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟ, ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲାଇଫ୍‍ ସାଇନ୍‍ସେସ୍‍, ଆଇଆଇଟି ରୋପର, ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଆଣ୍ଡ ଇନୋଭେସନ୍‍ କାଉନ୍‍ସିଲ୍‍, ବିଜ୍ଞାନ ଭାରତୀ, କିଟ୍‍ ବିଶ୍ୱବିଦ୍ୟାଳୟ, କିଟ୍‍ ସ୍କୁଲ୍‍ ଅଫ୍‍ ବାୟୋଟେକ୍ନୋଲୋଜି, ଭୁବନେଶ୍ୱର ସିଟି ନଲେଜ୍‍ ଇନୋଭେସନ୍‍ କ୍ଲଷ୍ଟର ଫାଉଣ୍ଡେସନ୍‍ (ବିସିକେଆଇସି)ର ମିଳିତ ଆନୁକୂଲ୍ୟରେ ୨୩ ଓ ୨୪ ତାରିଖ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା…