
ଦେଶ ବିଦେଶ
ଡ. ଅଚ୍ୟୁତ ସାମନ୍ତଙ୍କ ‘ମୋ ମା ମୋ ପ୍ରେରଣା’ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ବର : ଶିକ୍ଷାବିତ୍ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କ ସଦ୍ୟତମ ପୁସ୍ତକ ‘ମୋ ମାଆ ମୋ ପ୍ରେରଣା’ ସୋମବାର ଉନ୍ମୋଚିତ ହୋଇଯାଇଛି । ଓଡ଼ିଶାର ପୂବର୍ତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁସ୍ତକକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ଡ. ସାମନ୍ତଙ୍କ ଅନ୍ୟ ପାଞ୍ଚଟି ପୁସ୍ତକ ମଧ୍ୟ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ପ୍ରଫେସର ଗଣେଶୀ ଲାଲ୍ ତାଙ୍କ ଭାଷଣରେ ଉପସ୍ଥିତ ସାହିତ୍ୟିକମାନଙ୍କୁ ଓଡ଼ିଶାରେ ତାଙ୍କର ପୂର୍ବ ସମୟ

