କ୍ରୀଡା
ଅଲିମ୍ପିକ୍ସରେ ଭାରତୀୟ ଟିମକୁ ବ୍ରୋଞ୍ଜ ପଦକ
ପ୍ୟାରିସ ଅଲିମ୍ପିକ୍ସରେ ଇତିହାସକୁ ଦୋହରାଇଛି ଭାରତୀୟ ହକି ଟିମ। ଦୀର୍ଘ ୫୨ ବର୍ଷ ପରେ ଭାରତ କ୍ରମାଗତ ଦ୍ୱିତୀୟ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛି। ୧୯୬୮ ଓ ୧୯୭୨ ପରେ ଭାରତ ବ୍ରୋଞ୍ଜ ଜିତିଥିଲା। ଏବେ ଟୋକିଓ(୨୦୨୦) ଓ ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଟିମ ବ୍ରୋଞ୍ଜ ପଦକ ଜିତି ଇତିହାସକୁ ଦୋହରାଇଛି। ଆଜି ବ୍ରୋଞ୍ଜ ପଦକ ମ୍ୟାଚ୍ରେ ଭାରତୀୟ ହକି ଟିମ ସ୍ପେନକୁ ରୋମାଞ୍ଚକର ଢଙ୍ଗରେ ୨-୧ରେ ହରାଇ ନିଜର ଦମ ଦେଖାଇଛି। ଭାରତ