
ରାଜ୍ୟ
ବିଲ୍ଡିଂ ବ୍ରିଜେସ୍ ଫର୍ ଇନ୍କ୍ଲୁସିଭିଟି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ
ଭୁବନେଶ୍ୱର : ବିଲଡିଂ ବ୍ରିଜ୍ ଫର ଇର୍ନକ୍ଲୁସିଭିଟି (ଆଇସିବିବି ୨୦୨୬) ଉପରେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ରେ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ ଶିକ୍ଷା ତଥା ନିଯୁକ୍ତି କ୍ଷେତ୍ରରେ ଅନ୍ତର୍ଭୁକ୍ତ ପ୍ରଣାଳୀକୁ ମଜବୁତ କରିବା ପାଇଁ ବିଶ୍ୱସ୍ତରୀୟ ବିଶେଷଜ୍ଞ, ଶିକ୍ଷାବିତ୍ ଓ ନୀତି ନିର୍ଦ୍ଧାରକମାନେ ଏକତ୍ରିତ ହୋଇଥିଲେ। ସିକନ୍ଦରାବାଦସ୍ଥିତ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଫର୍ ଏମପାୱାରମେଣ୍ଟ ଅଫ୍ ପର୍ସନସ ଅଫ୍ ଉଇଥ ଇଣ୍ଟେଲେକଚ୍ୟୁଆଲ୍ ଡିଜାବିଲିଟି (ଏନ୍ଆଇଇପିଆଇଡି) ଓ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ସେନ୍ ଗ୍ଲୋବ ମିଳିତ ଉଦ୍ୟମରେ ଇଂଲଣ୍ଡର

