Live Odisha Tv

Cabinet Meeting

ତାଜା ଖବର

୭ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ସାଧାରଣ ବଂଟନ ବ୍ୟବସ୍ଥାରେ ରାଜ୍ୟରେ କାର୍ଯ୍ୟରତ ୫୨୯୧ଜଣ ଘରୋଇ ଡିଲରଙ୍କ କାର୍ଯ୍ୟକାଳ ଆଉ ଦେଢ଼ବର୍ଷ ବୃଦ୍ଧି ପାଇଛି । ସେହିପରି ବିଭିନ୍ନ କୋର୍ଟ ଓ ଟ୍ରିବ୍ୟୁନାଲରେ ସରକାରଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଆଡଭୋକେଟ୍ ଜେନେରାଲଙ୍କ ଫି’କୁ ମଧ୍ୟ ସରକାର ହାରାହାରି ୫ଗୁଣ ବଢ଼ାଇଛନ୍ତି । ଏସବୁ ପ୍ରସ୍ତାବ ସମେତ ମୋଟ ୭ଟି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଶା ସାଧାରଣ ବଂଟନ

Read More »