Live Odisha Tv

cbi

ଅପରାଧ

ଡାକ୍ତରଙ୍କ ଦୁଷ୍କର୍ମ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ

କୋଲକାତା : କୋଲକାତାର ଆରଜି କର ହସ୍ପିଟାଲ୍‌ରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ନେଇ ଦ୍ବିତୀୟ ଦିନରେ ଗୁରୁବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହୋଇଛି।  ଗତ ଶୁଣାଣିରେ କୋର୍ଟଙ୍କ ଠାରୁ ମିଳିଥିବା ନ‌ିର୍ଦ୍ଦେଶ ଅନୁଯାଇ ଆଜି ସିବିଆଇ ଓ ପଶ୍ଚିମବଙ୍ଗ ସରକାର ଏପର୍ଯ୍ୟନ୍ତ ହୋଇଥିବା ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛନ୍ତି। ପ୍ରଧାନବିଚାରପତି ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ଜେବି ପାର୍ଡିୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି।

Read More »
ଅପରାଧ

ଟ୍ରେନି ଡାକ୍ତରଙ୍କ ହତ୍ୟାର ତଦନ୍ତ କରିବ ସିବିଆଇ

ପୂରା ଦେଶକୁ ଦୋହଲାଇ ଦେଇଥିବା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ କରିବ ସିବିଆଇ। କଲିକତା ହାଇକୋର୍ଟ ଆଜି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ପୁଲିସ୍‌ ବର୍ତ୍ତମାନ ଘଟଣାର ତଦନ୍ତ କରିବା ସହ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ସାରିଛି। ତଥାପି ଆଜି ହାଇକୋର୍ଟ ସିବିଆଇକୁ ତଦନ୍ତ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ତୁରନ୍ତ ସିବିଆଇକୁ ଘଟଣା ସହ ଜଡ଼ିତ ସମସ୍ତ ଦସ୍ତାବିଜ ହସ୍ତାନ୍ତର କରିବାକୁ ହାଇକୋର୍ଟ ପୁଲିସ୍‌କୁ କହିଛନ୍ତି। ଗୁରୁବାର ଆରଜି କର

Read More »
ଅପରାଧ

ଆଉ ଅନୁଷ୍ଠିତ ହେବ ନାହିଁ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ମାମଲାରେ ପୁଣି ପରୀକ୍ଷା କରିବାକୁ ଦାବି କରୁଥିବା ଆଦେଦନର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇଛି। ପୁନର୍ବାର ପରୀକ୍ଷା ନ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଖବର ଅନୁଯାୟୀ, ପେପର ଲିକ୍ ହେବା ନିଶ୍ଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହାଜରିବାଗରେ ପେପର ଲିକ୍ ହୋଇଥିଲା। ତେବେ ସୁପ୍ରିମକୋର୍ଟ ଏହା ମଧ୍ୟ କହିଛନ୍ତି ଯେ ପରୀକ୍ଷାରେ ତ୍ରୁଟିର ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ। ପୁନଃପରୀକ୍ଷା ପାଇଁ ଦାବି ଠିକ୍ ନୁହେଁ । ଏହା ୨୪ ଲକ୍ଷ

Read More »
ଦେଶ ବିଦେଶ

ନିଟ ଘୋଟାଲା ମାମଲାରେ ୪ ଡାକ୍ତରୀ ଛାତ୍ର ଗିରଫ

ନିଟ-ୟୁଜି ପ୍ରଶ୍ନପତ୍ର ଘୋଟାଲା ମାମଲାରେ ୪ ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରିଛି ସିବିଆଇ। ସଂପୃକ୍ତ ଅଭିଯୁକ୍ତମାନେ ବିହାର ପାଟନା ଏମ୍ସର ଡାକ୍ତରୀ ଛାତ୍ରମାନେ ବୋଲି ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ୪ ଡାକ୍ତରୀ ଛାତ୍ର ଏମବିବିଏସ୍ ତୃତୀୟ ବର୍ଷର ଚନ୍ଦନ ସିଂ, ରାହୁଲ ଅନନ୍ତ, କୁମାର ସାନୁ ଏବଂ ଦ୍ୱିତୀୟ ବର୍ଷର ଛାତ୍ର କରଣ ଜୈନ। ଏହି ୪ ଛାତ୍ରଙ୍କୁ ପଚରାଉଚରା ପରେ ସିବିଆଇ ଗିରଫ କରିଛି । ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ -ୟୁଜି

Read More »
ଅପରାଧ

ନିଟ୍ ପେପର ଚୋରି କରିଥିବା ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ବିହାରର ପାଟନାରୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସିର ଟ୍ରଙ୍କରୁ ନିଟ୍ ପେପର ଚୋରି କରିଥିବା ଇଞ୍ଜିନିୟରଙ୍କୁ ସିବିଆଇ ଗିରଫ କରିଛି। ଅଭିଯୁକ୍ତର ଅନ୍ୟ ଜଣେ ସହଯୋଗୀ ମଧ୍ୟ ଧରାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଙ୍କଜ କୁମାର ଓ ରାଜୁ ସିଂ। ମିଳିଥିବା ସୂଚନା ଅନୁଯାୟୀ ପଙ୍କଜ କୁମାର ଓରଫ ଆଦିତ୍ୟ ଯେଉଁ ଟ୍ରଙ୍କରେ ପ୍ରଶ୍ନପତ୍ର ଯାଉଥିଲା ସେଥିରୁ ପ୍ରଶ୍ନପତ୍ର ଚୋରି କରି ବଣ୍ଟନ କରିଥିଲା। ପଙ୍କଜ କୁମାର ଜାମସେଦପୁରର

Read More »