Chief minister

ବ୍ୟକ୍ତିତ୍ଵ

କାହାର ନଜର ନ ଲାଗୁ

ଯେବେ ଠାରୁ କ୍ଷମତାକୁ ଆସିଲେଣି, ସେବେଠାରୁ ବିବାଦ ପିଛା ଛାଡୁ ନାହିଁ କି ସମସ୍ୟାରୁ ମୁକୁଳିବାର ବାଟ ମିଳୁ ନାହିଁ । ଗୋଟିଏ ସମସ୍ୟାରୁ ବାହାରି ଆଉ ଗୋଟିଏ କାମରେ ହାତଦେବା ବେଳକୁ ପୁଣି ସାମ୍ନାରେ ଛିଡା ହେଉଛି ଆଉ ଏକ ସମସ୍ୟା । ସବୁଠି ଏବେ ଚର୍ଚ୍ଚା ଯେ ବିଜେପି ସରକାର ଆଉ ଭିଡକୁ ନୁହେଁ । ଆଉ ଏ ସବୁ ପାଇଁ ସମସ୍ତଙ୍କ ଆକ୍ରୋଶର ଶିକାର ହେଉଛନ୍ତି ସରକାରର ମୁଖିଆ ମୁଖ୍ୟମନ୍ତ୍ରୀ ମୋହନ ମାଝି

Read More »
ତାଜା ଖବର

ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଦୁଃଖୀରଙ୍କୀଙ୍କ ଦୁଃଖ ଶୁଣିଛନ୍ତି ଲୋକଙ୍କ ସରକାର ମୋହନ ସରକାର । କିଛି ଦିନ ପାଇଁ ବନ୍ଦ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଆଜି ପୁଣି ଥରେ ଖୋଲିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ଲୋକଙ୍କ ଅଭିଯୋଗ ଶୁଣିବା ସହିତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ମୋହନ ସରକାର ଦାୟିତ୍ୱ ନେବା ପରେ ଏହା ହେଉଛି ପଞ୍ଚମ ଜନ ଶୁଣାଣି । ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ଜନ ଅଭିଯୋଗ

Read More »
ତାଜା ଖବର

କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ?

କିଏ ହେବ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ଏକାନାଥ ସିନ୍ଦେ ନା ଦେବେନ୍ଦ୍ର ଫଡନାବିସ୍‌। ବିଧାନସଭା ନିର୍ବାଚନରେ ବିଜେପି ଏକା ୧୩୨ ଆସନରେ ଜିତି ବଡ଼ ଦଳ ଭାବେ ଉଭା ହୋଇଛି। ତେଣୁ ମୁଖ୍ୟମନ୍ତ୍ରୀ ରେସ୍‌ରେ ଦେବେନ୍ଦ୍ର ଫଡନାବିସ୍ ଆଗରେ ଅଛନ୍ତି। ଏହାରି ଭିତରେ ମହାୟତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ଅଜିତ ପାୱାର ଦଳର ଏନସିପି ଦେବେନ୍ଦ୍ର ଫଡନାବିସଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ରାଜି ହୋଇଛନ୍ତି। ରବିବାର ଅନୁଷ୍ଠିତ ବୈଠକରେ ଅଜିତ

Read More »