chief Secretary

ତାଜା ଖବର

ସରକାରୀ କର୍ମଚାରୀଙ୍କୁ ମୁଖ୍ୟ ସଚିବଙ୍କ ଚେତାବନୀ

ଏଣିକି ଆଉ ଚଳିବନି ବଦଳି ଏବଂ ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କ ହାକିମାତି। ଟ୍ରାନ୍ସଫର ପାଇଁ ଚାପ ପକାଇଲେ ହେବ କଡ଼ା ଆକ୍ସନ। ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା। ନେତା-ମନ୍ତ୍ରୀଙ୍କ ଲିଖିତ ସୁପାରିଶ ଆଣି ନିଜର ବଦଳି ଓ ପଦୋନ୍ନତି ପାଇଁ ଚାପ ପକାଇବା ଏଣିକି ସରକାରୀ କର୍ମଚାରୀଙ୍କୁ ମହଙ୍ଗା ପଡ଼ିବ। ମୁଖ୍ୟ ସଚିବ ଆଜି ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସରକାରୀ

Read More »