ତାଜା ଖବର
ବଜେଟ: କ’ଣ ଶସ୍ତା ଓ ମହଙ୍ଗା ହେଲା?
ଅର୍ଥମନ୍ତ୍ରୀ ନିର୍ମଳା ସୀତାମରଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଟିକସ ସ୍ଲାବରେ କୌଣସି ପରିବର୍ତ୍ତନ କରାଯାଇ ନଥିବାରୁ ମଧ୍ୟବୀତ୍ତ ନିରାଶ ହୋଇଛନ୍ତି। କିନ୍ତୁ ଏକାଧିକ ମୂଲ୍ୟବାନ ଧାତୁ ଓ ଜିନିଷ ଉପରେ ଲାଗୁଥିବା ଟିକସକୁ ବଜେଟରେ ହ୍ରାସ କରାଯାଇଛି। ସେହିପରି ଆଉ କିଛି ଜିନିଷ ଉପରେ ଟିକସ ବୃଦ୍ଧି କରାଯାଇଛି। ବଜେଟ ଘୋଷଣା ପରେ କିଛି ଜିନିଷର ଦାମ କମିଥିବା ବେଳେ ଆଉ କିଛିର ମୂଲ୍ୟ ବୃଦ୍ଧି ପାଇଛି। ଆସନ୍ତୁ ଜାଣିବା