cricket

କ୍ରୀଡା

ଟି-୨୦ ବିଶ୍ୱକପ୍ ପାଇଁ ହେବ ଟିମ୍ ଇଣ୍ଡିଆ ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଭାରତ ଓ ଶ୍ରୀଲଙ୍କାର ମିଳିତ ଆୟୋଜନରେ ଖେଳାଯିବ ଟି-୨୦ ବିଶ୍ୱକପ୍ ୨୦୨୬ । ବିଶ୍ୱକପ୍ ପାଇଁ ଭାରତୀୟ ଦଳ କେବେ ଘୋଷଣା କରାଯିବ ତାକୁ ନେଇ ଆସିଛି ବଡ ଅପଡେଟ୍ । ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ(ବିସିସିଆଇ) ପ୍ରେସ ରିଲିଜ୍ ଜାରି କରି ଜଣାଇଛି ଯେ, ଟି-୨୦ ବିଶ୍ୱକପ୍ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଡିସେମ୍ବର ୨୦ ତାରିଖରେ ଦଳ ଘୋଷଣା କରାଯିବ । ଅପରାହ୍ନ ୧ଟା ୩୦ର ଏହା

Read More »
କ୍ରୀଡା

ପାକିସ୍ତାନକୁ ଏକଘରକିଆ କରିବ ବିସିସିଆଇ !

ନିକଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଦୀର୍ଘ ସମୟଧରି ଦୁଇ ଦେଶ ମଧ୍ୟରେ ଥିବା କ୍ରିକେଟ ସମ୍ପର୍କରେ ପଡ଼ିବା ସ୍ପଷ୍ଟ ହୋଇଛି। ଦୀର୍ଘ ବର୍ଷ ହେଲାଣି ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇ ପାକ୍ଷିକ ସିରିଜ ହେଉନାହିଁ। ଦୁଇ ଦେଶ କେବଳ ଏସିଆ କିମ୍ବା ଆଇସିସି ତରଫରୁ ଆୟୋଜିତ ଟୁର୍ଣ୍ଣାମେଣ୍ଟରେ ପରସ୍ପରକୁ ଭେଟୁଛନ୍ତି। କିନ୍ତୁ ପହଲଗାମ ନରସଂହାର ଓ ଭାରତର ଅପରେସନ୍ଦ ସିନ୍ଦୂର ପରେ ପାକିସ୍ତାନ ସହ ସୃଷ୍ଟି ହୋଇଥିବା

Read More »
କ୍ରୀଡା

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଇପିଏଲ ଫାଇନାଲ

ଆଇପିଏଲ ୨୦୨୫ର ଫାଇନାଲ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତ-ପାକିସ୍ତାନ ବିବାଦ ଯୋଗୁ ଆଇପିଏଲ ପ୍ରାୟ ୧୦ ଦିନ ବନ୍ଦ ରହିଥିଲା। ଶନିବାର ଠାରୁ ବଳକା ମ୍ୟାଚ୍‌ଗୁଡ଼ିକ ଘୋଷଣା ହୋଇଥିବା ଭେନ୍ୟୁରେ ଖେଳା ଯାଉଛି। କିନ୍ତୁ ପ୍ଲେ ଅଫ ଓ ଫାଇନାଲ କେଉଁଠି ଖେଳାଯିବ, ସେକଥା ଘୋଷଣା ହୋଇନଥିଲା। ଏବେ କିନ୍ତୁ ବିସିସିଆଇ ଜୁନ ୩ରେ ଅନୁଷ୍ଠିତ ହେବାକୁ ଥିବା ଆଇପିଏଲ ଫାଇନାଲ ନରେନ୍ଦ୍ର ମୋଦି ଷ୍ଟାଡିୟମ ଖେଳାଯିବ ବୋଲି ଘୋଷଣା କରିଛି। ଆଇପିଏଲ ଫାଇନାଲ

Read More »
କ୍ରୀଡା

୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ ଏକାଦଶ ଘୋଷଣା

ଭୁବନେଶ୍ୱର : ୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ ଦଳର ଘୋଷଣା ହୋଇଛି । ଦଳରେ ଅଷ୍ଟ୍ରେଲିଆର ଅଧିନାୟକ ପାଟ୍ କମିନ୍ସ ଓ ବିସ୍ଫୋରକ ବ୍ୟାଟର ଟ୍ରେଭିସ ହେଡଙ୍କୁ ସ୍ଥାନ ମିଳିନି । ଭାରତର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମରାଙ୍କୁ ଟେଷ୍ଟ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି । ଏହି ଟିମ୍ କ୍ରିକେଟ୍ ଅଷ୍ଟ୍ରେଲିଆ ଚୟନ କରିଛି । ଉଲ୍ଲେଖନୀୟ ପ୍ରତି ବର୍ଷ ଶେଷ ଆଡକୁ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ଆଇସିସି) ପ୍ରତିଟି ଫର୍ମାଟ ପାଇଁ ଶ୍ରେଷ୍ଠ ଦଳ ଚୟନ

Read More »
କ୍ରୀଡା

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା

ଭୁବନେଶ୍ୱର : କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍ ମିଳିତ ଆନୁକୂଲ୍ୟରେ ହେଉଥିବା ଏହି କ୍ରିକେଟ୍‍ ଶୃଙ୍ଖଳାକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିଲେ । ପ୍ରଥମ ଥର ଲାଗି କିଟ୍‍ ବିଶ୍ୱବିଦ୍ୟାଳୟରେ ଏଭଳି ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆୟୋଜିତ ହେଉଥିବା ବେଳେ ଏଥିରେ ଭାରତ ଓ ଅଷ୍ଟ୍ରେଲିଆ ଯୋଗ

Read More »