Live Odisha Tv

Crime

ଅପରାଧ

ଖୋଲିବ ନବ ଦାସ ହତ୍ୟା ମାମଲାର ଫାଇଲ

ପୁଣି ଥରେ ଖୋଲିବ ନବ ଦାସ ହତ୍ୟା ମାମଲା। ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ୍ ରିଓପନ କରିବ ବିଜେପି ସରକାର। ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନବ ଦାସ ଜଣେ ବିଜେଡି ନେତା ହେଲେ ମଧ୍ୟ ସେ ଜଣେ ମନ୍ତ୍ରୀ ଥିଲେ। ଆଉ ସ୍ପଷ୍ଟ ଦିବାଲୋକରେ ଜଣେ ମନ୍ତ୍ରୀଙ୍କ ହତ୍ୟାକୁ କେବେ ବି ହାଲକା ଭାବେ ଗ୍ରହଣ କରାଯାଇ ପାରିବ

Read More »
ଅପରାଧ

ଦୁଷ୍କର୍ମ ଅଭିଯୋଗରେ ନବାବ ସିଂହ ଯାଦବ ଗିରଫ

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଜଣେ ସମାଜବାଦୀ ପାର୍ଟି ନେତା ଗିରଫ ହୋଇଛନ୍ତି। ଉତ୍ତର ପ୍ରଦେଶ ପୁଲିସ ନବାବ ସିଂହ ଯାଦବଙ୍କୁ ଗିରଫ କରିଛି। ଜଣେ 15 ବର୍ଷର ଝିଅକୁ ଦୁଷ୍କର୍ମ ଉଦ୍ୟମ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ଦେଢ଼ଟା ସମୟରେ ଉତ୍ତର ପ୍ରଦେଶ ପୁଲିସ 112 ସହାୟତା ନଂରେ ଏକ କଲ୍ ପାଇଥିଲା। କଲରେ ଜଣେ ଝିଅ ତାଙ୍କୁ ଉଠାଇ ନେବା ସହ ଦୁର୍ବ୍ୟବହାର କରାଯାଉଥିବା କହିଥିଲେ। ଏହାପରେ ପୁଲିସ

Read More »
ଅପରାଧ

ପାରିବାରିକ କଳହରୁ ଜୀବନ ହାରିଲେ ସାମ୍ବାଦିକା

କାହିଁକି ଅଦିନରେ ଚାଲିଗଲା ସାମ୍ବାଦିକା ମଧୁମିତା ପରିଡାଙ୍କ ଜୀବନ ? ଏମିତି ଅନେକ ପ୍ରଶ୍ନ ଭିତରେ ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରିଛି ପୋଲିସ । ଶ୍ରୀଧରଙ୍କ ବିରୋଧରେ ମୃତ ମଧୁସ୍ମିତାଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିବା ପରେ ଭୁବନେଶ୍ୱରର ଧଉଳି ଥାନା ପୋଲିସ ମଧୁଙ୍କ ସ୍ୱାମୀଙ୍କୁ ଗିରଫ କରିବା ସହ ଫୋନ ଜବତ କରିଛି । ଆହୁରି ମଧ୍ୟ ସୂଚନା ରହିଛି ଯେ ସ୍ୱୀମୀ ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହ ଥିଲା ।

Read More »
ଅପରାଧ

ଆଉ ଅନୁଷ୍ଠିତ ହେବ ନାହିଁ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ମାମଲାରେ ପୁଣି ପରୀକ୍ଷା କରିବାକୁ ଦାବି କରୁଥିବା ଆଦେଦନର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇଛି। ପୁନର୍ବାର ପରୀକ୍ଷା ନ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଖବର ଅନୁଯାୟୀ, ପେପର ଲିକ୍ ହେବା ନିଶ୍ଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହାଜରିବାଗରେ ପେପର ଲିକ୍ ହୋଇଥିଲା। ତେବେ ସୁପ୍ରିମକୋର୍ଟ ଏହା ମଧ୍ୟ କହିଛନ୍ତି ଯେ ପରୀକ୍ଷାରେ ତ୍ରୁଟିର ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ। ପୁନଃପରୀକ୍ଷା ପାଇଁ ଦାବି ଠିକ୍ ନୁହେଁ । ଏହା ୨୪ ଲକ୍ଷ

Read More »