Live Odisha Tv

Cyclone

Uncategorized

ବାତ୍ୟା ମୁକାବିଲା: ୧୦ ଲକ୍ଷ ଲୋକଙ୍କୁ କରାଯିବ ସ୍ଥାନାନ୍ତର

ଆଜି ରାତିରେ ଭଟିଣ୍ଡାରୁ ହେଲିକପ୍ଟର ଯୋଗେ ୫ଟି ଏନଡିଆରଏଫ ଟିମ୍ ଓଡ଼ିଶା ଆସୁଛନ୍ତି । ଏବେସୁଦ୍ଧା ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି । ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ଜିରୋ କାଜିଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ

Read More »
ତାଜା ଖବର

୯ ମନ୍ତ୍ରୀଙ୍କୁ ବାତ୍ୟା ମୁକାବିଲା ଦାୟିତ୍ୱ

ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ୬ଜଣ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ୬ଟି ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରିଥିବାବେଳେ ଆଜି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ

Read More »