ଦିଲ୍ଲୀ ନିର୍ବାଚନ ଲାଗି ବିଜେପିର ୨ୟ ତାଲିକା ଜାରି
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ୨୯ ଜଣ ପ୍ରାର୍ଥୀଙ୍କ ନାମ ସହ ଦ୍ୱିତୀୟ ତାଲିକା ଜାରି କରିଛି। ଏଥିରେ କପିଲ ମିଶ୍ରଙ୍କୁ କରାୱଲ ନଗରରୁ ଟିକେଟ ଦିଆଯାଇଛି । ଅନ୍ୟ ପ୍ରାର୍ଥୀମାନେ ହେଲେ ନରେଲାରୁ ରାଜ କରଣ ଖତ୍ରୀ, ତିମାରପୁରରୁ ସୂର୍ଯ୍ୟ ପ୍ରକାଶ ଖତ୍ରୀ, ମୁଣ୍ଡକାରୁ ଗଜେନ୍ଦ୍ର ଦାରାଳ ଓ କିରାରିରୁ ବଜରଙ୍ଗ ଶୁକ୍ଳା। ସୁଲତାନପୁର ମାଜରାରୁ କରମ ସିଂହ କର୍ମା, ଶକୁର ବସ୍ତି ଆସନରୁ କରମେଲ…