Live Odisha Tv

Doctors

ତାଜା ଖବର

ରୋଗୀ ସେବା ପାଇଁ ଶପଥ ନେଲେ କିମ୍‌ସ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଡାକ୍ତରୀ ଶିକ୍ଷାଲାଭ ପରେ ରୋଗୀଙ୍କୁ ଉତମ ସେବା ଯୋଗାଇ ଦେବା ପାଇଁ ଶପଥ ନେଇଛନ୍ତି କିମ୍‌ସର ନବାଗତ ଛାତ୍ରଛାତ୍ରୀମାନେ । ଗୁରୁବାର କିମ୍‌ସରେ ନାମ ଲେଖାଇଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ୱାଗତ କାର୍ଯ୍ୟକ୍ରମରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଛାତ୍ରଛାତ୍ରୀମାନେ ସେବା ମନୋବୃତି ରଖି ଡାକ୍ତରୀ ଶିକ୍ଷା ଲାଭ କରିବା ଉଚିତ ବୋଲି କହିଥିଲେ । ସମାଜ ଡାକ୍ତରମାନଙ୍କୁ ଦ୍ୱିତୀୟ ଭଗବାନ ଭାବେ ଦେଖିଥାଏ, ତେଣୁ ଛାତ୍ରଛାତ୍ରୀମାନେ ଡାକ୍ତର ହେବା

Read More »
ଦେଶ ବିଦେଶ

ନିଟ ଘୋଟାଲା ମାମଲାରେ ୪ ଡାକ୍ତରୀ ଛାତ୍ର ଗିରଫ

ନିଟ-ୟୁଜି ପ୍ରଶ୍ନପତ୍ର ଘୋଟାଲା ମାମଲାରେ ୪ ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରିଛି ସିବିଆଇ। ସଂପୃକ୍ତ ଅଭିଯୁକ୍ତମାନେ ବିହାର ପାଟନା ଏମ୍ସର ଡାକ୍ତରୀ ଛାତ୍ରମାନେ ବୋଲି ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ୪ ଡାକ୍ତରୀ ଛାତ୍ର ଏମବିବିଏସ୍ ତୃତୀୟ ବର୍ଷର ଚନ୍ଦନ ସିଂ, ରାହୁଲ ଅନନ୍ତ, କୁମାର ସାନୁ ଏବଂ ଦ୍ୱିତୀୟ ବର୍ଷର ଛାତ୍ର କରଣ ଜୈନ। ଏହି ୪ ଛାତ୍ରଙ୍କୁ ପଚରାଉଚରା ପରେ ସିବିଆଇ ଗିରଫ କରିଛି । ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ -ୟୁଜି

Read More »