Doctors

ଦେଶ ବିଦେଶ

କିମ୍‍ସ ଡାକ୍ତରଙ୍କ ସଫଳତା

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ (କିମସ) ଡାକ୍ତରମାନେ ବିନା ଓପନ ସର୍ଜରୀରେ ଅସ୍ତ୍ରୋପଚାର କରି ଜଣେ ଚାରି ବର୍ଷୀୟା ବାଳିକର ଫୁସଫୁସରେ ଅଟକି ରହିଥିବା ଏକ ଛୋଟ ଧାତବ ଏଲଇଡି ବଲ୍‍ବକୁ ସଫଳତାର ସହିତ ବାହାର କରି ତାଙ୍କୁ ନୂଆ ଜୀବନ ପ୍ରଦାନ କରିଛନ୍ତି। ଏହି ଜଟିଳ ଚିକିତ୍ସା ପ୍ରକ୍ରିୟାରେ କିମସ ଡାକ୍ତରମାନେ ସର୍ବନିମ୍ନ କ୍ଷତ ସୃଷ୍ଟି ହେଉଥିବା ଆଧୁନିକ ପ୍ରଯୁକ୍ତିର ବ୍ୟବହାର କରିଥିଲେ। ଏହା ଫଳରେ ଓପନ ସର୍ଜରୀର ଆବଶ୍ୟକତା ପଡ଼ିନଥିଲା। ଶିଶୁଟି

Read More »
ତାଜା ଖବର

ରୋଗୀ ସେବା ପାଇଁ ଶପଥ ନେଲେ କିମ୍‌ସ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଡାକ୍ତରୀ ଶିକ୍ଷାଲାଭ ପରେ ରୋଗୀଙ୍କୁ ଉତମ ସେବା ଯୋଗାଇ ଦେବା ପାଇଁ ଶପଥ ନେଇଛନ୍ତି କିମ୍‌ସର ନବାଗତ ଛାତ୍ରଛାତ୍ରୀମାନେ । ଗୁରୁବାର କିମ୍‌ସରେ ନାମ ଲେଖାଇଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ୱାଗତ କାର୍ଯ୍ୟକ୍ରମରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଛାତ୍ରଛାତ୍ରୀମାନେ ସେବା ମନୋବୃତି ରଖି ଡାକ୍ତରୀ ଶିକ୍ଷା ଲାଭ କରିବା ଉଚିତ ବୋଲି କହିଥିଲେ । ସମାଜ ଡାକ୍ତରମାନଙ୍କୁ ଦ୍ୱିତୀୟ ଭଗବାନ ଭାବେ ଦେଖିଥାଏ, ତେଣୁ ଛାତ୍ରଛାତ୍ରୀମାନେ ଡାକ୍ତର ହେବା

Read More »