Droupadi Murmu

ତାଜା ଖବର

ନାଭିଗୟାରେ ପିଣ୍ଡଦାନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସୁଥିବା ବେଳେ ଆଜି ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ଲୋକଭବନ ଯାଇ ରାତ୍ରିଯାପନ କରିବେ । ୩ ତାରିଖ ସକାଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେଲିପ୍ୟାଡ୍‌ରେ ଅବତରଣ କରିବେ । ସେଠାରୁ ମା’ ବିରଜାଙ୍କ ଦର୍ଶନ ପାଇଁ ଯିବେ । ପ୍ରାୟ

Read More »
ତାଜା ଖବର

କଡ଼ା ସୁରକ୍ଷା ବଳୟରେ ବିଧାନସଭା

ଭୁବନେଶ୍ୱର: ଆସନ୍ତା ୨୭ ତାରିଖଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବେ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ରାଷ୍ଟ୍ରପତିଙ୍କ ଆଗମନ ପାଇଁୱ ବ୍ଲୁ-ବୁକ୍ ଗାଇଡ଼ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର୍ ଏସ୍ ଦେବଦତ୍ତ ସିଂ । ଆଉ ଗୋଟିଏ ଦିନରେ ଆରମ୍ଭ ହୋଇଯିବା ଶୀତ ଅଧିବେଶନ ।

Read More »
ତାଜା ଖବର

ଭାବବିହ୍ୱଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଯେଉଁଠି ଦିନେ ଜନ୍ମ ହୋଇଥିଲେ, ସେହି ଭିଟାମାଟିରେ ପାଦଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିନେ ଯେଉଁଠି ଅ, ଆ’ ଶିଖିଥିଲେ ସେଇଠି ପିଲାଙ୍କ ସହ ଭାବବିନିମୟ କଲେ। ନାଚିଲେ, ଭାବବିହ୍ୱଳ ମଧ୍ୟ ହେଲେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ। ରାଷ୍ଟ୍ରପତି ବନିଥିବା ଗାଁ ଝିଅଙ୍କୁ ପାଖରେ ପାଇ ଉପରବେଡ଼ାବାସୀ ତ କୃତ୍ୟ କୃତ୍ୟ ହେଲେ। ରାଷ୍ଟ୍ରପତିଙ୍କୁ ପ୍ରଥମରୁ ପଞ୍ଚମ ଯାଏଁ ପାଠ ପଢ଼ାଇଥିବା ଗୁରୁ

Read More »