
ଟାଇମ୍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬
ଭୁବନେଶ୍ୱର : ଟାଇମ୍ସ ହାୟର ଏଜୁକେସନ୍ ସଷ୍ଟେନେବିଲିଟି ଇଂପାକ୍ଟ ରାଙ୍କିଂ ୨୦୨୬ରେ ଭାରତର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିସ୍ ପ୍ରଭାବୀ ପ୍ରଦର୍ଶନ କରିଛି । କିସ୍ ବିଶ୍ୱବିଦ୍ୟାଳୟ ଚଳିତବର୍ଷ ପ୍ରଥମ ଥର ପାଇଁ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂରେ ଅଂଶଗ୍ରହଣ କରି ୪୦୧–୬୦୦ ଗ୍ଲୋବାଲ୍ ବ୍ୟାଣ୍ଡରେ ସ୍ଥାନ ପାଇ ରାଜ୍ୟର ଗୌରବ ଆଣିଛି । ଏହା ସହ ଭାରତରେ ସାମଗ୍ରିକ ଭାବରେ ୭ମ ସ୍ଥାନ ହାସଲ କରିଛି । ପ୍ରଥମ ଥର ପାଇଁ ଏହି







