ଦେଶ ବିଦେଶ
କିଟ୍ର ୬ ଇଞ୍ଜିନୟରିଂ ପାଠ୍ୟକ୍ରମକୁ ଆବେଟ୍ ସ୍ୱୀକୃତି
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟର ୬ଟି ଇଞ୍ଜିନୟିରିଂ ପାଠ୍ୟକ୍ରମକୁ ୬ବର୍ଷ ପାଇଁ ଆମେରିକାର ପ୍ରତିଷ୍ଠିତ ଆକ୍ରିଡିଟେସନ୍ ବୋର୍ଡ ଫର୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆବେଟ୍)ର ସ୍ୱୀକୃତି ମିଳିଛି । ଗୋଟିଏ ବିଶ୍ୱବିଦ୍ୟାଳୟର ୬ଟି ପାଠ୍ୟକ୍ରମକୁ ଆବେଟ ମାନ୍ୟତା ମିଳିବାରେ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ହେଉଛି କିଟ୍ । ଆବେଟ୍ ସ୍ୱୀକୃତି ହେଉଛି ଇଂଜିନିୟରିଂ ଓ ଇଂଜିନିୟରିଂ ଟେକ୍ନୋଲୋଜି ଶିକ୍ଷାକୁ ସ୍ୱୀକୃତି ପ୍ରଦାନ କରୁଥିବା ବିଶ୍ୱର ପ୍ରମୁଖ ଅନୁଷ୍ଠାନ । ଏହା ଇଂଜିନିୟରିଂ ଶିକ୍ଷା ପାଇଁ ‘ଗୋଲ୍ଡ୍ ଷ୍ଟାଣ୍ଡାର୍ଡ