Live Odisha Tv

exam

ଅପରାଧ

ଆଉ ଅନୁଷ୍ଠିତ ହେବ ନାହିଁ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ମାମଲାରେ ପୁଣି ପରୀକ୍ଷା କରିବାକୁ ଦାବି କରୁଥିବା ଆଦେଦନର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇଛି। ପୁନର୍ବାର ପରୀକ୍ଷା ନ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଖବର ଅନୁଯାୟୀ, ପେପର ଲିକ୍ ହେବା ନିଶ୍ଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହାଜରିବାଗରେ ପେପର ଲିକ୍ ହୋଇଥିଲା। ତେବେ ସୁପ୍ରିମକୋର୍ଟ ଏହା ମଧ୍ୟ କହିଛନ୍ତି ଯେ ପରୀକ୍ଷାରେ ତ୍ରୁଟିର ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ। ପୁନଃପରୀକ୍ଷା ପାଇଁ ଦାବି ଠିକ୍ ନୁହେଁ । ଏହା ୨୪ ଲକ୍ଷ

Read More »
ଶିକ୍ଷା

ଯୁକ୍ତ ୨ରେ କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟରେ ପାସ ହାର ଯଥାକ୍ରମେ ୮୦.୯୫, ୮୬.୯୩ ଓ ୮୨.୨୭ ଥିବା ବେଳେ କିସ୍‍ର ପାସ ହାର ଶତ ପ୍ରତିଶତ ରହିଛି। କିସ୍‌ରେ ୧୮୮୫ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ମଧ୍ୟ କିସ୍‌ର ଛାତ୍ରୀମାନେ ଛାତ୍ରଙ୍କ ଅପେକ୍ଷା ଭଲ

Read More »
ଶିକ୍ଷା

ମାଟ୍ରିକ୍‍ ପରୀକ୍ଷାରେ ଲଗାତର ୧୭ବର୍ଷ ଧରି କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍‍ ହାର ୯୬.୭% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। କିସ୍ ଆରମ୍ଭରୁ ଲଗାତର ୧୭ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି। ଚଳିତ ବର୍ଷ ସ୍କୁଲ୍‍ର ମୋଟ ୨୦୦୮ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ

Read More »