
ଦେଶ ବିଦେଶ
କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍ଯାପିତ
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ୧୩ ତାରିଖରୁ ଚାଲିଥିବା ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ରବିବାର ଉଦ୍ଯାପିତ ହୋଇଯାଇଛି । ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲିଉଡ୍ ଅଭିନେତା ଅମିତ ଶିଆଲ୍ ସିନେମା ଓ ସଂସ୍କୃତିର ବିକାଶର କିଟ୍ର ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଲେ ଭାରତର ପରମ୍ପରା ଓ ସଂସ୍କୃତି ସମୃଦ୍ଧ । ଆମ ଦେଶର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ଭାଷା, ସଂସ୍କୃତି ଓ ପରମ୍ପରା ରହିଛି । ଏସବୁ

