Gaisilat

ରାଜ୍ୟ

ବୀରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଯୁକ୍ତ ୩ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପଦ୍ମପୁର ଅଞ୍ଚଳ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଭୁବନ୍ଦେ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ, ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୟକେତନ ତ୍ରୀପାଠୀ ଏବଂ ସମ୍ମାନିତ ଅତିଥି ଭାବରେ ବିଡ଼ିଓ ଲକ୍ଷ୍ମଣ ମାଝି,ସରପଞ୍ଚ ଶେଷଦେବ ପଧାନ,ଚାଷୀ

Read More »
ରାଜ୍ୟ

ଗାଇସିଲେଟ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ଉତ୍ସବ

ବରଗଡ଼ ଜିଲ୍ଲା ଗାଇସିଲେଟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ୨୦/୧୨/୨୫ ରୁ ୨୨/୧୨/୨୫ ପୌଷ ଅମାବାସ୍ୟା ରୁ ପୌଷ ଶୁକ୍ଲ ଦ୍ଵିତୀୟା ୩ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିବସରେ ସକାଳ ୯ଟା ରେ ଶିଶୁ ମନ୍ଦିରରୁ କଳସ ଯାତ୍ରା ବାହାରି ଯୋଶୀ ବନ୍ଧ ଠାରୁ ପବିତ୍ର ଜଳ ଆଣି ଗ୍ରାମ ପରିକ୍ରମା କରି ବିଦ୍ୟାମନ୍ଦିରରେ ପହଞ୍ଚିଥିଲେ l ଏହି କାର୍ଯ୍ୟକ୍ରମରେ ୩୦୦ରୁ ଉର୍ଦ୍ଧ ମହିଳା ଯୋଗ ଦେଇଥିବା ବେଳେ ପରେ ନୂଆପାଲି

Read More »
ରାଜ୍ୟ

ଶରଧାପାଲି ଠାରେ ବନ୍ଧୁମିଳନ ଓ ରକ୍ତଦାନ ଶିବିର

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଶରଧାପାଲି ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଶରଧାପାଲି ଉଚ୍ଚ ବିଦ୍ୟାଳୟର ୨୦୦୪ ମେଟ୍ରିକ୍ ଵ୍ୟାଚର ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉକିଲ ପାଣ୍ଡେଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା ଏଥିରେ ମୁଖ୍ୟ ଅତିଥି ଭାବରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ସୁରେନ୍ଦ୍ର ପଣ୍ଡା,ସୂର୍ଯ୍ୟନାରାୟଣ ସାହୁ,ନିରଞ୍ଜନ ପଣ୍ଡା,ମହାବୀର

Read More »
ରାଜ୍ୟ

ପଞ୍ଚାୟତ ସମିତି ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବରଗଡ଼ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ମହାବିଦ୍ୟାଳୟର ଅଧକ୍ଷ ଡ.ଜୟକେତନ ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ,ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ,ଅମ୍ବିକା ପ୍ରସାଦ ତ୍ରିବେଦୀ,ମୁଖ୍ୟ ବକ୍ତା ଭାବରେ ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ହୋଇଥିବା ବେଳେ ଗାଇସିଲେଟ ଅଞ୍ଚଳର ବହୁ

Read More »