Ganesh Puja

  • |

    ଗଣେଶ ପୂଜା ପାଇଁ ଉତ୍ସବମୁଖର ଗାଁଠୁ ସହର

    ଆଜି ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି । ଆଜିର ଦିନରେ ବିଘ୍ନ ବିନାଶନ ଗଜାନନଙ୍କୁ ପୂଜା କରାଯାଏ । ପ୍ରଭୁ ଗଣେଶ ବିଦ୍ୟାର ଦେବତା।  ଆଦିଦେବଙ୍କ ପୂଜା ପାଇଁ ଉତ୍ସବମୁଖରିତ ଗାଁଠୁ ସହର। ସୁସଜ୍ଜିତ ପୂଜା ପେଣ୍ଡାଲରେ ପୂଜା ପାଇବେ ବିଘ୍ନହର୍ତ୍ତା। ଗଜାନନଙ୍କ ଆରାଧନାରେ ବିଭୋର ହେବେ ଭକ୍ତ। ବିଭିନ୍ନ ମନ୍ଦିର, ଶିକ୍ଷାନୁଷ୍ଠାନ ଓ ସରକାରୀ ଘରୋଇ ଅନୁଷ୍ଠାନ ଗୁଡିକରେ ପ୍ରାତଃ କାଳରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇଥିବା ବେଳେ ମଣ୍ଡପ ଗୁଡ଼ିକରେ…