Global University fair

କ୍ରୀଡା

କିଟରେ ଗ୍ଲୋବାଲ୍‍ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ ବିଶ୍ୱବିଦ୍ୟାଳୟରେ ଷ୍ଟଡି ଆବ୍ରୋଡ-ଗ୍ଲୋବାଲ୍ ୟୁନିଭରସିଟି ଫେୟାରର ତୃତୀୟ ସଂସ୍କରଣ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶ୍ୱର ୫୦ଟି ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଉଦ୍‍ଘାଟିତ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଅଗ୍ରଣୀ ବିଶ୍ୱ ପ୍ରତିଷ୍ଠାନରେ ଛାତ୍ରବୃତ୍ତି, ଇଣ୍ଟର୍ନସିପ୍ ଏବଂ ଉଚ୍ଚଶିକ୍ଷା ସମ୍ଭାବନା ଅନୁସନ୍ଧାନ କରିବାର ସୁଯୋଗ ପ୍ରଦାନ କରିଥିଲା।  ଏହି ଅବସରରେ ଶ୍ରୀ ସାମନ୍ତ କହିଲେ, ଏହା ବିଶ୍ୱାୟନର ଯୁଗ। ଯେତେବେଳେ ବିକାଶ

Read More »
ଦେଶ ବିଦେଶ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ‘ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର’ର ତୃତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶରୁ ୭୦ରୁ ଅଧିକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ଯୋଗ ଦେଇଥିଲେ।  ଭାରତୀୟ ଛାତ୍ରଛାତ୍ରୀଙ୍କୁ ବିଦେଶରେ ଉଚ୍ଚଶିକ୍ଷା ସମ୍ଭାବନା ସୃଷ୍ଟି କରିବାର ଏକ ଅଭୂତପୂର୍ବ ସୁଯୋଗ ପ୍ରଦାନ କରିଛି ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର। ଏହି ଫେୟାରରେ ଭାରତ ସମେତ ଆମେରିକା, ବ୍ରିଟେନ, କାନାଡ଼ା, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ସ୍ୱିଜରଲ୍ୟାଣ୍ଡ, ଆୟାର୍ଲାଣ୍ଡ, ଦୁବାଇ, ଫିନଲାଣ୍ଡ ଓ ବିଭିନ୍ନ ଦେଶର ବଡ଼ବଡ଼ ଶିକ୍ଷାନୁଷ୍ଠାନ ସାମିଲ ହୋଇଥିଲେ। କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ ସମେତ

Read More »