Live Odisha Tv

GST

ତାଜା ଖବର

ଜିଏସଟି ଆଦାୟରେ ୧୦ ପ୍ରତିଶତ ଅଭିବୃଦ୍ଧି

ନୂଆଦିଲ୍ଲୀ : ଅଗଷ୍ଟରେ ମୋଟ ଜିଏସଟି ଆଦାୟ ୧୦ ପ୍ରତିଶତ ଅଭିବୃଦ୍ଧି ସହ ୧.୭୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାରି ରିପୋର୍ଟ ଅନୁଯାୟୀ, ଗତ ମାସ ଅଗଷ୍ଟମାସରେ ଉଲ୍ଲେଖନୀୟ ଜିଏସଟି ଆଦାୟ ହୋଇଛି ଏବଂ ଜିଏସଟି ସଂଗ୍ରହର ଏହି ତଥ୍ୟ ସବୁ କ୍ଷେତ୍ରରେ ସାମଗ୍ରୀ ଓ ସେବା ଟିକସ ବୃଦ୍ଧି ଦେଖାଉଛି। ଜିଏସଟି ଆଦାୟ ମଧ୍ୟରେ କେନ୍ଦ୍ରୀୟ ଜିଏସଟି (ସିଜିଏସଟି), ରାଜ୍ୟ ଜିଏସଟି (ଏସଜିଏସଟି) ଏବଂ ସମନ୍ୱିତ ଜିଏସଟି (ଆଇଜିଏସଟି)

Read More »
ତାଜା ଖବର

ଜିଏସଟି ହଟାଇବାକୁ ମମତା ବାନାର୍ଜୀଙ୍କ ଦାବି

କୋଲକାତା: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ଗୁରୁବାର ଜୀବନ ଏବଂ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ ଉପରେ ଜିଏସଟି ହଟାଇବାକୁ ଦାବି କରିଛନ୍ତି। ଏହି ନୀତିର ସମୀକ୍ଷା କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି ଏହାକୁ ଲୋକ ବିରୋଧୀ ନୀତି ବୋଲି ସେ କହିଛନ୍ତି | ଏକ୍ସରେ ଏକ ପୋଷ୍ଟ କରି ମମତା ଲେଖିଛନ୍ତି ଯେ ଭାରତ ସରକାରଙ୍କ ନିକଟରେ ଆମେ ଏହି ଦାବି କରୁଛୁ ଯେ ଲୋକଙ୍କ ସ୍ୱାସ୍ଥ୍ୟ ଆବଶ୍ୟକତା ଆଧାରରେ ଜୀବନ

Read More »