Hardik Pandya

  • | |

    ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ବିରାଟ କୋହଲିଙ୍କ ବିରଳ ରେକର୍ଡକୁ ଅତିକ୍ରମ କରି ଯାଇଛନ୍ତି। ଏବେ ସେ ଛକା ମାରି ଭାରତ ପାଇଁ ମ୍ୟାଚ ଶେଷ କରିଥିବା ଖେଳାଳିଙ୍କ ତାଲିକାର ୧ନଂ ସ୍ଥାନରେ ପହଞ୍ଚି ଯାଇଛନ୍ତି। ପୂର୍ବରୁ ବିରାଟ କୋହଲିଙ୍କ ନାଁରେ ଏହି ରେକର୍ଡ ରହିଥିଲା। କିନ୍ତୁ ବାଂଲାଦେଶ ବିପକ୍ଷ ପ୍ରଥମ ଟି-୨୦ରେ ପାଣ୍ଡ୍ୟା ଛକା ମାରି ମ୍ୟାଚ୍‌ ଶେଷ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ…

  • | |

    ନୂଆ ନାୟିକାକୁ ନେଇ ଚର୍ଚ୍ଚାରେ ହାର୍ଦ୍ଦିକ

    ପୁଣି ଚର୍ଚ୍ଚାରେ ଟିମ୍ ଇଣ୍ଡିଆର ଷ୍ଟାର ହାର୍ଦ୍ଦିକ ପାଣ୍ଡ୍ୟା । ଡିଭର୍ସକୁ ନେଇ ଯେତିକି ଚର୍ଚ୍ଚାରେ ଥିଲେ ଏବେ ସେତିକି ନୂଆ ନାୟିକାକୁ ନେଇ ଚର୍ଚ୍ଚାରେ । କ୍ରିକେଟ ଟିମରେ ଅଲରାଉଣ୍ଡ ଭାବେ ପରିଚିତ । ନିକଟରେ ତାଙ୍କ ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚା ଥମିନଥିବା ବେଳେ ଏବେ ସେ ଆଉ ଜଣଙ୍କ ପ୍ରେମରେ ପଡ଼ିଯାଇଥିବା ନେଇ ଚର୍ଚ୍ଚା ହେଉଛି । ବ୍ରିଟିଶର ଜଣେ ଗାୟିକାଙ୍କ ପ୍ରେମରେ ପାଣ୍ତ୍ୟା ପଡ଼ିଯାଇଥିବା ଶୁଣିବାକୁ ମିଳିଛି। ସୋସିଆଲ ମିଡିଆରେ ଭାଇରାଲ…