Live Odisha Tv

Hariyana Election

ତାଜା ଖବର

ହରିୟାଣା ନିର୍ବାଚନ ପରେ କଂଗ୍ରେସକୁ ଝଟକା ଦେଲେ ଅଖିଲେଶ

ହରିୟାଣାରେ ନିଶ୍ଚିତ ବିଜୟକୁ ହାତ ଛଡ଼ା କରିଥିବା କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଇଣ୍ଡିଆ ମେଣ୍ଟ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୭ ଆସନ ଜିତିଥିବା ବେଳେ ବିଜେପି ହ୍ୟାଟ୍ରିକ ବିଜୟ ହାସଲ କରିଛି।ଏପରି ପରାଜୟ ପରେ ପ୍ରଥମେ ଆପ ପରେ ଉଦ୍ଧବ ଠାକରେଙ୍କ ଶିବସେନା ସହଯୋଗୀ କଂଗ୍ରେସକୁ ତୀବ୍ର ସମାଲୋଚନା କରିଥିଲେ। ଏବେ ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ମଧ୍ୟ କଂଗ୍ରେସକୁ ଉତ୍ତର ପ୍ରଦେଶ ଉପ ନିର୍ବାଚନ ପୂର୍ବରୁ ଝଟକା ଦେଇଛି। କଂଗ୍ରେସ ଓ

Read More »