health

  • |

    KIMSରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ

    ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (KIMS) ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳନ କରିଛି। ଏଥିରେ ମାତୃ ଏବଂ ଶିଶୁ ସ୍ୱାସ୍ଥ୍ୟ (MCH) ଯତ୍ନ ଏବଂ ମହିଳାଙ୍କ ଦୀର୍ଘକାଳୀନ ସ୍ୱାସ୍ଥ୍ୟ ଏବଂ କଲ୍ୟାଣକୁ ପ୍ରାଥମିକତା ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ କୁଇଜ୍ ପ୍ରତିଯୋଗିତା, ସେମିନାର ପରିଚାଳନା ଏବଂ ମାତୃ ଶିଶୁ ସ୍ୱାସ୍ଥ୍ୟ ସଚେତନତା ଉପରେ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା । ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ଭିଡିଓଟି MCH ବିଷୟରେ…

  • କିମ୍‍ସରେ ଅନ୍ତର୍ଜାତୀୟ ସେବିକା ଦିବସ ପାଳିତ

    ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ନର୍ସିଂ ସାଇନ୍‍ସେସ୍‍ (କିନ୍‍ସ) ପକ୍ଷରୁ ଆଜି ଅନ୍ତର୍ଜାତୀୟ ସେବିକା ଦିବସ ପାଳିତ ହୋଇଯାଇଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସେବିକାଙ୍କ ଭୂମିକା ଓ ଭାରତରେ ନର୍ସିଂ ଶିକ୍ଷାର ପ୍ରସାର ଓ ଅଭ୍ୟାସ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ଏହି ପରିପ୍ରେକ୍ଷୀରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ଯୋଗଦେଇ କହିଲେ, ଭବିଷ୍ୟତରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପର୍ଯ୍ୟାପ୍ତ ନିବେଶର ଆବଶ୍ୟକତା ରହିଛି। ସ୍ୱାସ୍ଥ୍ୟସେବାର ବିକାଶ ନର୍ସିଂ ସେବାର ବିକାଶ ଉପରେ ନିର୍ଭର କରିଥାଏ।…