Health Care

ଦେଶ ବିଦେଶ

କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍

ଭୁବନେଶ୍ୱର : ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କିମ୍‍ସରେ ୧୯ତମ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଶନିବାର ଉଦ୍‍ଘାଟିତ ହୋଇଯାଇଛି। ଜାନୁଆରୀ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ ଆମେରିକାର ୧୧୦ରୁ ଊର୍ଦ୍ଧ୍ୱ ପ୍ରଖ୍ୟାତ ଡାକ୍ତର, ଗବେଷକ, ସ୍ୱାସ୍ଥ୍ୟ ବିଶେଷଜ୍ଞ, ନବସର୍ଜନାକାରୀମାନେ ଯୋଗ ଦେଇଛନ୍ତି। ପ୍ରଥମ ଥର ପାଇଁ ଓଡ଼ିଶାର କିମ୍‍ସରେ ଏଭଳି ସମ୍ମିଳନୀ ଆୟୋଜିତ ହୋଇଛି। ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ

Read More »