
କିମ୍ସ ଡାକ୍ତରଙ୍କ ସଫଳତା
ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ (କିମସ) ଡାକ୍ତରମାନେ ବିନା ଓପନ ସର୍ଜରୀରେ ଅସ୍ତ୍ରୋପଚାର କରି ଜଣେ ଚାରି ବର୍ଷୀୟା ବାଳିକର ଫୁସଫୁସରେ ଅଟକି ରହିଥିବା ଏକ ଛୋଟ ଧାତବ ଏଲଇଡି ବଲ୍ବକୁ ସଫଳତାର ସହିତ ବାହାର କରି ତାଙ୍କୁ ନୂଆ ଜୀବନ ପ୍ରଦାନ କରିଛନ୍ତି। ଏହି ଜଟିଳ ଚିକିତ୍ସା ପ୍ରକ୍ରିୟାରେ କିମସ ଡାକ୍ତରମାନେ ସର୍ବନିମ୍ନ କ୍ଷତ ସୃଷ୍ଟି ହେଉଥିବା ଆଧୁନିକ ପ୍ରଯୁକ୍ତିର ବ୍ୟବହାର କରିଥିଲେ। ଏହା ଫଳରେ ଓପନ ସର୍ଜରୀର ଆବଶ୍ୟକତା ପଡ଼ିନଥିଲା। ଶିଶୁଟି





