Live Odisha Tv

health

ରାଜ୍ୟ

କିମ୍‍ସରେ ଅନ୍ତର୍ଜାତୀୟ ସେବିକା ଦିବସ ପାଳିତ

ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ନର୍ସିଂ ସାଇନ୍‍ସେସ୍‍ (କିନ୍‍ସ) ପକ୍ଷରୁ ଆଜି ଅନ୍ତର୍ଜାତୀୟ ସେବିକା ଦିବସ ପାଳିତ ହୋଇଯାଇଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସେବିକାଙ୍କ ଭୂମିକା ଓ ଭାରତରେ ନର୍ସିଂ ଶିକ୍ଷାର ପ୍ରସାର ଓ ଅଭ୍ୟାସ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ଏହି ପରିପ୍ରେକ୍ଷୀରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ଯୋଗଦେଇ କହିଲେ, ଭବିଷ୍ୟତରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପର୍ଯ୍ୟାପ୍ତ ନିବେଶର ଆବଶ୍ୟକତା ରହିଛି। ସ୍ୱାସ୍ଥ୍ୟସେବାର ବିକାଶ ନର୍ସିଂ ସେବାର ବିକାଶ ଉପରେ ନିର୍ଭର କରିଥାଏ।

Read More »